CAREER STUDY CLASSES 📘📚📝
الذهاب إلى القناة على Telegram
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
إظهار المزيد678
المشتركون
-124 ساعات
-87 أيام
-3930 أيام
أرشيف المشاركات
🟨 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ୬ ଜଣ ଗିରଫ
-ପ୍ରେସ୍ମିଟ୍ରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି
-‘ଡାଟା ଏଣ୍ଟ୍ରି ଅପରେଟର ଜରିଆରେ ଲିକ୍ ହୋଇଛି’
-‘ବୋର୍ଡ ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ସମ୍ପୃକ୍ତ’
-‘ତାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଯିବାର ପ୍ରମାଣ ମିଳିଛି’
-‘ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି’
⬜ +2 SECOND SELECTION OUT
https://results.samsodisha.gov.in/ResultHss/AppStatusHSS
✅ ରାସ୍ତାଘାଟରେ ପ୍ଲାଷ୍ଟିକ୍ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ
- ପେଟ୍ରୋଲ ପମ୍ପ୍ ସଂଘ ସହ ବୈଠକରେ ପରେ ଯୋଗାଣ ମନ୍ତ୍ରୀଙ୍କ ସୂଚନା
- ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ
- ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ
- କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି
- କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପ୍ରେ ଯାଞ୍ଚ ହେବ- କୃଷ୍ଣଚନ୍ଦ୍ର ପାତ୍ର
