Sukant Tutorial
Hi Friends I am Sukant , Welcome to My Channel "Sukant Tutorial" In this channel you will get 1.Educational Related all videos 2.Educational News & Letters 3.Scholarship update Subscribe me on YouTube -: https://youtube.com/@SukantTutorial
显示更多📈 Telegram 频道 Sukant Tutorial 的分析概览
频道 Sukant Tutorial (@sukanttutorial) 是活跃参与者。目前社区聚集了 12 295 名订阅者,在 教育 类别中位列第 16 359,并在 印度 地区排名第 33 380 位。
📊 受众指标与增长动态
自 невідомо 创建以来,项目保持高速增长,吸引了 12 295 名订阅者。
根据 01 七月, 2026 的最新数据,频道保持稳定运转。过去 30 天订阅人数变化为 -227,过去 24 小时变化为 -8,整体触达仍然可观。
- 认证状态: 未认证
- 互动率 (ER): 平均受众互动率为 20.76%。内容发布后 24 小时内通常能获得 4.01% 的反应,占订阅者总量。
- 帖子覆盖: 每篇帖子平均可获得 2 554 次浏览,首日通常累积 493 次浏览。
- 互动与反馈: 受众积极参与,单帖平均反应数为 1。
📝 描述与内容策略
作者将该频道定位为表达主观观点的平台:
“Hi Friends I am Sukant , Welcome to My Channel "Sukant Tutorial"
In this channel you will get
1.Educational Related all videos
2.Educational News & Letters
3.Scholarship update
Subscribe me on YouTube -: https://youtube.com/@SukantTutorial”
凭借高频更新(最新数据采集于 02 七月, 2026),频道始终保持新鲜度与高覆盖。分析显示受众积极互动,使其成为 教育 类别中的关键影响点。
ପବିତ୍ର ଗୁରୁ ଦିବସ ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଏବଂ ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।🙏ସେପ୍ଟେମ୍ବର ମାସରେ ନାହିଁ ବାତ୍ୟାର ଆଶଙ୍କା । କନକ ନ୍ୟୁଜକୁ ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ । ଆସନ୍ତା ସପ୍ତାହରୁ ରାଜ୍ୟରେ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
୮ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ଆହୁରି ୨ ଦିନ ରହିବ ଦୁର୍ବଳ ମୌସୁମୀର ପ୍ରଭାବ । ଦୁର୍ବଳ ମୌସୁମୀର ପ୍ରଭାବ ପାଇଁ ବଢ଼ୁଛି ତାପମାତ୍ରା । ୨୪ ଘଂଟା ମଧ୍ୟରେ ୨୨ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି । ୩୬ ଦଶମିକ ୭ ଡିଗ୍ରୀ ସହ ଅନୁଗୁଳ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ।ଟିକା ପାଇଁ ବାଜିଲା ସ୍ୱାସ୍ଥ୍ୟ ବିଭାଗର ସତର୍କ ଘଣ୍ଟି । ସେପ୍ଟେମ୍ବର ୩୦ରେ ମାଗଣା ଟିକାର ଅବଧି ସରୁଛି । ମାଗଣା ଟିକାର ଅବଧି ଆଉ ମାତ୍ର ୨୭ଦିନ ଥିବାରୁ ତୁରନ୍ତ ଟିକା ନେଇଯିବା ଲାଗି ସମସ୍ତଙ୍କୁ ସ୍ୱାସ୍ଥ୍ୟ ବିଭାଗ ସମସ୍ତଙ୍କୁ ଅପିଲ କରିଛି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭୫ ଭାଗ ଲୋକ ବୁଷ୍ଟର ଡୋଜ ନେଇ ନାହାନ୍ତି । ଅର୍ଥାତ ୨ କୋଟି ୪୦ ଲକ୍ଷ ଲୋକ ବୁଷ୍ଟର ଡୋଜ ନେଇ ନାହାନ୍ତି । ରାଜ୍ୟରେ ୮୦ ଲକ୍ଷ ୯୦ ହଜାର ୩୮୬ ଜଣ ବୁଷ୍ଟର ଡୋଜ ନେଇଛନ୍ତି । କେବଳ ସେତିକି ନୁହେଁ ଦ୍ୱିତୀୟ ଡୋଜ ନେବାକୁ ୨୩ ଲକ୍ଷ ୩୨ ହଜାର ଲୋକ ଭୁଲି ଯାଇଛନ୍ତି । ଖୋର୍ଦ୍ଧା, କଟକ, ଜଗତସିଂହପୁର, ଅନୁଗୁଳ, ପୁରୀ, ସୁନ୍ଦରଗଡ ଜିଲ୍ଲାରେ ଟିକା ନେବା ପାଇଁ ଲୋକେ ଆଗ୍ରହ ଦେଖାଉ ନାହାନ୍ତି ।
现已上线!2025 年 Telegram 研究 — 年度关键洞察 
