1 895
订阅者
无数据24 小时
-177 天
-9230 天
帖子存档
1 895
ଆଜି ତୁମ ମାନଙ୍କ ୯ମ ଶ୍ରେଣୀ ସରିଗଲା
ଆଉ କିଛିଦିନ ଗଲେ ୧୦ମ ଶ୍ରେଣୀ ଆରମ୍ଭ ହେବ ତୁମେ ସମସ୍ତେ ଭଲ ଭାବରେ ପଢିବ.ଆମ ଏହି channel ରେ ମଧ୍ୟ 10th class ର ସବୁ provide କରାଯାଏ ସେଥି ପାଇଁ କେହି left ମଧ୍ୟ ହେବନି।
God blessed you ♥️
1 895
ନମସ୍କାର ସମସ୍ତଙ୍କୁ 🙏
ମୁଁ ତୁମର ପ୍ରିୟ SIR,
ଏ ବର୍ଷ ଆମେ ମାନେ ନୂଆ ଗୋଟେ ଜିନିଷ ବାହାର କରୁଛୁ ଆମ CHANNEL ରେ , ଯାହାକି ଆଉ କୋଉ GROUP କରିନାହାନ୍ତି। ସ୍କୁଲ ମାନଙ୍କରେ ଯେମିତି ତାଙ୍କ STUDENT TOP କରିଲା ପରେ ସ୍କଲରେ BILLBOARD ଲାଗିଥାଏ, ସେପରି ଆମେ ମଧ୍ୟ ତାର ସୁବିଧା କରିଛୁ । ତା ପାଇଁ ଆପଣ ମାନଙ୍କର ସହଯୋଗ ଦରକାର , ଆପଣ ଯେତେ 10TH STUDENT ଅଛ ସମସ୍ତେ @Krishna14678 ଏଇ ID କୁ ଆପଣଙ୍କର ROLL NO ଆମକୁ ପଠେଇଦେଲେ ଆମେ ଆପଣ ସମସ୍ତଙ୍କର RESULT ସମୟ ରେ ଆପଣଙ୍କର ମାର୍କ ଅନୁସାରେ RANKING କରାଯିବ ଓ BILLBOARD ତିଆରି ହେବ । ଆପଣ TENTION ନିଆନ୍ତୁନି, ଅପଙ୍କ ROLL NO ର ଦୁର୍ବ୍ୟବହାର ହେବନି , ଆମ ହାତରେ ସୁରକ୍ଷା ରେ ରହିବ । ଆପଣଙ୍କ ସହଯୋଗରେ ଆ ନୂଆ ଜିନିଷ ତେ ଆମ GROUP ରେ ଆରମ୍ଭ କରିବା ।
ଯଦି ତୁମେ ମାନେ ROLL NO ଦେବାକୁ ଚାହୁଁନ ତା ହେଲେ ତୁମେ ମାନେ ଯେତେବେଳେ ତୁମର RESULT ଆସିବ ସେତେବେଳେ ତୁମେ ମାନେ ଗୋଟେ କଷ୍ଟ କରିବ କି ତୁମର ନାମ ,ତମର ଗୋଟିଏ ଫଟୋ , ରେଜଲ୍ଟ ମାର୍କ ଟା ଆମ ID କୁ ପଠେଇଦେବେ। ଆପଣଙ୍କ ଫଟୋ COMPULSORY ନୁହେଁ, କିନ୍ତୁ ଆପଣ ଯଦି ଦେଇ ପାରିବେ ତା ହେଲେ ଦେବେ । ସମସ୍ତେ ମନେ ପକାଇ RESULT TIME ରେ ଆମକୁ MESSAGE କରିବେ ନଚେତ୍ ଆମର ଏହି PLAN ଟା ସଫଳ ହେବନି ।
ଆପଣଙ୍କ ପ୍ରିୟ,
ROYAL EDUCATION
