3 841
订阅者
无数据24 小时
-127 天
-7030 天
帖子存档
3 841
✅ ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ବାଜିବ ଘଣ୍ଟି
-ଜଳ ବିରତି ଘଣ୍ଟି ବଜାଇବା ନେଇ ଗଣଶିକ୍ଷା ବିଭାଗର ନିଷ୍ପତ୍ତି
-ଦୈନିକ କ୍ଲାସ ସମୟରେ ୩ ଥର ଜଳ ବିରତି ଘଣ୍ଟି ବାଜିବ
-ସକାଳ ୮ଟା ୩୦, ୧୦ଟା ଏବଂ ୧୧ଟାରେ ବାଜିବ ଘଣ୍ଟି
-ଜଳ ବିରତି ଘଣ୍ଟି ବାଜିଲେ କ୍ଲାସରେ ଥିବା ପିଲା ପାଣି ପିଇବେ
-ଅଂଶୁଘାତ ଓ ଶରୀରରୁ ଜଳୀୟ ଅଂଶ ହ୍ରାସ ରୋକିବାକୁ ପଦକ୍ଷେପ
-ଏନେଇ ସବୁ ଡିଇଓ, ବିଇଓଙ୍କୁ ଚିଠି କଲା ଗଣଶିକ୍ଷା ବିଭାଗ
04 4月 2024, 23:26
