ROYAL EDUCATION
Ir al canal en Telegram
𝐖𝐞𝐥𝐜𝐨𝐦𝐞 𝐓𝐨 𝐎𝐮𝐫 𝐆𝐫𝐨𝐮𝐩 ❤️ 𝐁𝐞𝐬𝐭 𝐄𝐝𝐮𝐜𝐚𝐭𝐢𝐨𝐧 𝐆𝐫𝐨𝐮𝐩 𝐓𝐡𝐚𝐭 𝐇𝐞𝐥𝐩 𝐘𝐨𝐮. 💎 𝐒𝐭𝐮𝐝𝐲 𝐌𝐚𝐭𝐞𝐫𝐢𝐚𝐥𝐬 , 𝐐𝐮𝐞𝐬𝐭𝐢𝐨𝐧𝐬 , 𝐁𝐨𝐨𝐤𝐬 , 𝐍𝐨𝐭𝐞𝐬 𝐏𝐫𝐨𝐯𝐢𝐝𝐞 𝐓𝐨 𝐲𝐨𝐮 . 📖 𝐁𝐞 𝐇𝐚𝐩𝐩𝐲.🤪
Mostrar más1 895
Suscriptores
Sin datos24 horas
-177 días
-9230 días
Archivo de publicaciones
1 895
Pila mane ethi video jauni gote kama kara ethi samaste join hua
https://whatsapp.com/channel/0029VaR6N3bBqbrBMp2UNf44
1 895
Guys we need some boys who play free fire
So we need 3 player of free fire
If you want to join then
Msg me @ROCKY7147
1 895
🟠ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା: ଜାନୁଆରୀ ୨ରୁ ପ୍ରାକ୍ଟିକାଲ, ଫେବ୍ରୁଆରୀ ୧୫ରୁ ହୋଇପାରେ ଥିଓରୀ🟠
ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା କଲେ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ସେ ସୂଚନା ଦେଇ କହିଛନ୍ତି ଯେ, ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା । ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ। ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ଥିଓରୀ ପରୀକ୍ଷା ଆରମ୍ଭ ହୋଇପାରେ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ। ଫର୍ମ ଫିଲଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ। 75% ଉପସ୍ଥାନ ନ ଥିଲେ ଆଡମିଟ କାର୍ଡ ମିଳିବନି। କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତି।
1 895
📌📌📌
ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ ; ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୨୦ ଯାଏଁ ମେନ୍ ପରୀକ୍ଷା । ଡିସେମ୍ବର ୨୬ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା । ଜାନୁଆରୀ ୨ରୁ ୧୨ ଯାଏଁ ପ୍ରାକ୍ଟିକାଲ ପରୀକ୍ଷା । ପରୀକ୍ଷାର ୪୫ ଦିନ ଭିତରେ ବାହାରିବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ।
1 895
All STUDENT'S FOLLOW ON INSTAGRAM
https://www.instagram.com/royal_educations_official?igsh=enFqdmQ3dTA1YWsy.
ନହେଲେ question ଦିଆଯିବନି।
1 895
ଯାହାର ଯାହାର 21 ତାରିଖ exam ଅଛି ତାଙ୍କର
question ବି ଆମ group ରେ ଦିଆଯିବ ସେଥି ପାଇଁ ସମସ୍ତେ wait କରନ୍ତୁ ଓ members add କରନ୍ତୁ।
Regards,
ROYAL EDUCATION
