CAREER STUDY CLASSES 📘📚📝
Ir al canal en Telegram
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
Mostrar más674
Suscriptores
-124 horas
-87 días
-4030 días
Archivo de publicaciones
🔴+୨ ପରୀକ୍ଷା ଖାତା ଦେଖା ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି…🔴
ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଏକ ନିଷ୍ପତ୍ତି ନେଇଛି। ଚଳିତ ବର୍ଷ ପରୀକ୍ଷାରେ କପି କରି ମାଲ ପ୍ରାକ୍ଟିସ ବା ଏମପିରେ ବୁକ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଦିଆଯିବ ବଡ଼ ଆସ୍ୱସ୍ତି। କୌଣସି ଭୁଲ ନ ଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମପିରେ ବୁକ ହୋଇଥିଲେ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକାସାଙ୍ଗରେ ପ୍ରକାଶ ପାଇବ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଗଠିତ ସ୍ୱତନ୍ତ୍ର କମିଟିର ଯାଞ୍ଚରେ ଏମପିରେ ବୁକ ହୋଇଥିଲା ଛାତ୍ରଛାତ୍ରୀ ନିଜର ପକ୍ଷ ରଖିବେ। ଯଦି ସେମାନେ ଭୁଲରେ ବୁକ ହୋଇଥିବେ ତାହେଲେ ସେମାନଙ୍କୁ କ୍ଷମା ଦିଆଯିବ ଓ ପରୀକ୍ଷା ଫଳ ସ୍ୱାଭାବିକ ଭାବେ ପ୍ରକାଶ ପାଇବ ବୋଲି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା। ଚଳିତ ବର୍ଷ ଠାରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଭୁଲରେ ଏମପିରେ ବୁକ ହେଉଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ସାଧାରଣ ପିଲାଙ୍କ ପରୀକ୍ଷା ଫଳ ବାହାରିବାର ତିନି ମାସ ପରେ ବାହାରୁଥିଲା। ଯେଉଁଥିପାଇଁ ପିଲାମାନେ ଭୁଲ ନ କରି ବି ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ
ଆମ ଗ୍ରୁପ ର କିଏ NMMS exam ଦେଇଛନ୍ତି??
ଆଜି result ଆସିଚି କିଏ selection list ଦେଖିବାକୁ ଚାହୁଚ ??? @sirodia2k
ଆମ ଗ୍ରୁପ ରେ NMMS Exam ଦେଇଥିବା ପିଲା କିଏ ଅଛନ୍ତି??
କିଏ ବି selection list ଦେଖିବ ??? @sirodia
📌📌📌
ପୂରଣ ହେବ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପୋଷଣ। ନବମ ଏବଂ ଦଶମ ଶ୍ରେଣୀ ଛାତ୍ରାଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ରନ୍ଧାଖାଦ୍ୟ ଦିଆଯିବ। ଏହାସହ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସୋମବାର, ବୁଧବାର, ଶୁକ୍ରବାର ଦିନ ଅଣ୍ଡା ଏବଂ ମଙ୍ଗଳବାର, ଗୁରୁବାର, ଶନିବାର ଦିନ ପୋଷଣଯୁକ୍ତ ଲଡ଼ୁ ଦିଆଯିବ।
NTA CUET UG 2025 Correction / Edit Form
https://examinationservices.nic.in/examsys25/root/Home.aspx?enc=Ei4cajBkK1gZSfgr53ImFYsjZOdyj8DuPcxGBqAK2DwqFCalp/sPjeNMpmZAoiTR
