📰 ଓଡିଶା ନ୍ୟୁଜ ପେପର୍ 📰
رفتن به کانال در Telegram
ଆପଣ ମାନେ ଏହି ସମୂହରେ ଦୈନିକ ପ୍ରାତଃରୁ ସମସ୍ତ ଓଡ଼ିଆ ଇଂରାଜୀ ହିନ୍ଦୀ ଖବରକାଜ,ଦୈନନ୍ଦିନ ଜୀବନର ତାଜା ସମାଚାର ଏବଂ ସାପ୍ତାହିକ ପତ୍ରିକା ପ୍ରଥମେ ପାଇବେ । ବି.ଦ୍ର- ଯଦି ଆପଣ ମାନଙ୍କୁ ଆମ ସମୂହଟି ଭଲ ଲାଗୁଛି ତେବେ ଦିଆଯାଇଥିବା ସମୂହର link ଟିକୁ Share କରନ୍ତୁ ।
نمایش بیشتر1 405
مشترکین
اطلاعاتی وجود ندارد24 ساعت
+27 روز
-130 روز
در حال بارگیری داده...
کانالهای مشابه
ابر برچسبها
هیچ دادهای
مشکلی وجود دارد؟ لطفاً صفحه را تازه کنید یا با مدیر پشتیبانی ما تماس بگیرید.
اشارات ورودی و خروجی
---
---
---
---
---
---
جذب مشترکین
ژوئیه '26
ژوئیه '26
+17
در 0 کانالها
ژوئن '26
+31
در 0 کانالها
Get PRO
مه '26
+41
در 0 کانالها
Get PRO
آوریل '26
+35
در 0 کانالها
Get PRO
مارس '26
+15
در 0 کانالها
Get PRO
فوریه '26
+11
در 0 کانالها
Get PRO
ژانویه '26
+30
در 0 کانالها
Get PRO
دسامبر '25
+21
در 0 کانالها
Get PRO
نوامبر '25
+19
در 0 کانالها
Get PRO
اکتبر '25
+18
در 0 کانالها
Get PRO
سپتامبر '25
+22
در 0 کانالها
Get PRO
اوت '25
+24
در 0 کانالها
Get PRO
ژوئیه '25
+24
در 0 کانالها
Get PRO
ژوئن '25
+30
در 0 کانالها
Get PRO
مه '25
+24
در 0 کانالها
Get PRO
آوریل '25
+10
در 0 کانالها
Get PRO
مارس '25
+26
در 0 کانالها
Get PRO
فوریه '25
+32
در 0 کانالها
Get PRO
ژانویه '25
+67
در 0 کانالها
Get PRO
دسامبر '24
+74
در 0 کانالها
Get PRO
نوامبر '24
+74
در 0 کانالها
Get PRO
اکتبر '24
+71
در 0 کانالها
Get PRO
سپتامبر '24
+89
در 0 کانالها
Get PRO
اوت '24
+131
در 0 کانالها
Get PRO
ژوئیه '24
+89
در 0 کانالها
Get PRO
ژوئن '24
+90
در 0 کانالها
Get PRO
مه '24
+75
در 0 کانالها
Get PRO
آوریل '24
+129
در 0 کانالها
Get PRO
مارس '24
+102
در 0 کانالها
Get PRO
فوریه '24
+75
در 0 کانالها
Get PRO
ژانویه '24
+107
در 0 کانالها
Get PRO
دسامبر '23
+595
در 0 کانالها
| تاریخ | رشد مشترکین | اشارات | کانالها | |
| 19 ژوئیه | +1 | |||
| 18 ژوئیه | +1 | |||
| 17 ژوئیه | +3 | |||
| 16 ژوئیه | 0 | |||
| 15 ژوئیه | +2 | |||
| 14 ژوئیه | +2 | |||
| 13 ژوئیه | +2 | |||
| 12 ژوئیه | 0 | |||
| 11 ژوئیه | +1 | |||
| 10 ژوئیه | 0 | |||
| 09 ژوئیه | 0 | |||
| 08 ژوئیه | +1 | |||
| 07 ژوئیه | +1 | |||
| 06 ژوئیه | +1 | |||
| 05 ژوئیه | 0 | |||
| 04 ژوئیه | +2 | |||
| 03 ژوئیه | 0 | |||
| 02 ژوئیه | 0 | |||
| 01 ژوئیه | 0 |
پستهای کانال
| 2 | +3 ସକାଳ_kbk_20-07-2026.pdf | 4 |
| 3 | +9 ପ୍ରତିଦିନ_20-07-2026.pdf | 3 |
| 4 | *🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୨୦ ତାରିଖ ୨୦୨୬ ମସିହା (ସୋମବାର)*
*ଶକାବ୍ଦ -୧୯୪୮*
*ସମ୍ବତ -୨୦୮୩*
*ଦିଲ୍ଲୀସ୍ୱରାଦ୍ଧ-୧୪୩୩*
*ସମ୍ବତ୍ସର- ରୌଦ୍ର*
*ଆଷାଢ଼ମାସ- ଶୁକ୍ଳପକ୍ଷ*
*ତିଥି- ସପ୍ତମୀ ରାତ୍ରି ଘ୦୩/୧୯ ଗତେ ଅଷ୍ଟମୀ*
*ନକ୍ଷତ୍ର- ହସ୍ତା ସନ୍ଧ୍ୟା ଘ୦୭/୧୧ ଗତେ ଚିତ୍ରା*
*ଚନ୍ଦ୍ର-କନ୍ୟା*
*ଯୋଗ- ଶିବ*
*କରଣ - ଗର*
*ସୌରମାସ- କର୍କଟ ୦୪ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ- ପ୍ରାତଃ ଘ୦୫/୨୨/୩୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୪୦*
*✧═════•❁❀
*ଯୋଗିନୀ ବାୟବ୍ୟେ ରାତ୍ରି ଘ୦୩/୧୯ ଗତେ ଐଶ।ନ୍ୟେ*
*ବୃଷ ରାଶି ର ଘାତଚନ୍ଦ୍ର*
*ମିଥିବା ରାଶିର ଘାତବାର*
*ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ରାତ୍ରି ଘ୦୩/୧୯ ଗତେ ଏକପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୭/୦୦ ଗତେ ଘ୦୮/୪୦ ମଧ୍ୟେ*
*ବାରବେଳା- ଦିବା ଘ୦୩/୧୦ ଗତେ ଘ୦୪/୪୮ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ପ୍ରାତଃ ଘ୦୬/୫୯ ମଧ୍ୟେ ଓ ଦିବା ଘ୧୦/୧୦ ଗତେ ଘ୧୨/୩୪ ମଧ୍ୟେ ଓ ରାତ୍ରି ଘ୦୭/୧୩ ଗତେ ଘ୦୯/୩୯ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୨/୫୭ ଗତେ ଘ୦୪/୧୦ ମଧ୍ୟେ*
* *═✧*══•❁❀❁•═*═══✧
*ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ🌹👉:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
*✧═════•❁❀❁•═════✧*
*🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
*✧═════•❁❀❁•═════✧*
*🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
*✧═════•❁❀❁•═════✧*
*🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
*✧═════•❁❀❁•═════✧*
*🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
*✧═════•❁❀❁•═════✧*
*🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*
*✧═════•❁❀❁•═════✧* | 6 |
| 5 | +8 ସମାଜ_ଅନୁଗୋଳ_19-07-2026.pdf | 67 |
| 6 | +9 ସମ୍ବାଦ ଅନୁଗୋଳ 19-07-2026.pdf | 90 |
| 7 | +2 ସମ୍ବାଦ_ଆଞ୍ଚଳିକ_ପଶ୍ଚିମ_ଓଡ଼ିଶା_19_07_2026.pdf | 79 |
| 8 | +8 ସକାଳ_ଅନୁଗୋଳ ଉପକୂଳ_19-07-2026.pdf | 89 |
| 9 | +4 ସକାଳ_kbk_19-07-2026.pdf | 65 |
| 10 | +4 ପ୍ରଗତିବାଦୀ_kbk_ପଶ୍ଚିମ_ଓଡ଼ିଶା_19_07_2026.pdf | 69 |
| 11 | +6 ପ୍ରମେୟ_ଭୁବନେଶ୍ୱର_19-07-2026.pdf | 47 |
| 12 | *🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୧୯ ତାରିଖ ୨୦୨୬ ମସିହା (ରବିବାର)*
*ଶକାବ୍ଦ -୧୯୪୮*
*ସମ୍ବତ -୨୦୮୩*
*ଦିଲ୍ଲୀସ୍ୱରାଦ୍ଧ-୧୪୩୩*
*ସମ୍ବତ୍ସର- ରୌଦ୍ର*
*ଆଷାଢ଼ମାସ- ଶୁକ୍ଳପକ୍ଷ*
*ତିଥି- ଷଷ୍ଠୀ ରାତ୍ରି ଘ୦୨/୪୮ ଗତେ ସପ୍ତମୀ*
*ନକ୍ଷତ୍ର- ଉତ୍ତରା ଫାଃ ସନ୍ଧ୍ୟା ଘ୦୬/୧୫ ଗତେ ହସ୍ତା*
*ଚନ୍ଦ୍ର-କନ୍ୟା*
*ଯୋଗ- ପରିଘ*
*କରଣ - କୌଳବ*
*ସୌରମାସ- କର୍କଟ ୦୩ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ- ପ୍ରାତଃ ଘ୦୫/୨୨/୦୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୫୦*
*✧═════•❁❀
*ଯୋଗିନୀ ପଶ୍ଚିମେ ରାତ୍ରି ଘ୦୨/୪୭ ଗତେ ବାୟବ୍ୟେ*
*ବୃଷ ରାଶି ର ଘାତଚନ୍ଦ୍ର*
*ମେଷ ରାଶିର ଘାତବାର*
*ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଦ୍ଵିପାଦ ଓ ସନ୍ଧ୍ୟା ଘ୦୬/୧୫ ଗତେ ଏକପାଦ ଓ ରାତ୍ରି ଘ୦୨/୪୭ ଗତେ ଦ୍ଵିପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୧୦/୧୪ ଗତେ ଘ୦୧/୩୦ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୧୦ ଗତେ ଘ୦୯/୨୨ ମଧ୍ୟେ ଓ ରାତ୍ରି ଘ୦୮/୦୦ ଗତେ ଘ୦୯/୩୮ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ପ୍ରାତଃ ଘ୦୬/୧୦ ମଧ୍ୟେ ଓ ରାତ୍ରି ଘ୦୭/୧୨ ଗତେ ଘ୦୭/୫୯ ମଧ୍ୟେ*
* *═✧*══•❁❀❁•═*═══✧
*ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।*
*✧═════•❁❀❁•═════✧*
*🌹ବୃଷ🌹👉: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।*
*✧═════•❁❀❁•═════✧*
*🌹ମିଥୁନ🌹👉: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।*
*✧═════•❁❀❁•═════✧*
*🌹କର୍କଟ🌹👉: ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।*
*✧═════•❁❀❁•═════✧*
*🌹ସି˚ହ🌹👉: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।*
*✧═════•❁❀❁•═════✧*
*🌹କନ୍ୟା🌹👉: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।*
*✧═════•❁❀❁•═════✧*
*🌹ତୁଳା 🌹 👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।*
*✧═════•❁❀❁•═════✧*
*🌹ବିଛା🌹👉: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ।*
*✧═════•❁❀❁•═════✧*
*🌹ଧନୁ🌹👉: ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।*
*✧═════•❁❀❁•═════✧*
*🌹ମକର🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।*
*✧═════•❁❀❁•═════✧*
*🌹କୁମ୍ଭ🌹👉: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସିେର ସମୟ କଟିବ।*
*✧═════•❁❀❁•═════✧*
*🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।*
*✧═════•❁❀❁•═════✧* | 78 |
| 13 | +7 ସମାଜ ରାଉରକେଲା 18-07-2026.pdf | 94 |
| 14 | +9 ସମ୍ବାଦ ଅନୁଗୋଳ 18-07-2026.pdf | 115 |
| 15 | +1 ସମ୍ବାଦ_ଆଞ୍ଚଳିକ_ଅବଶିଷ୍ଟ_ଓଡ଼ିଶା_18_07_2026.pdf | 90 |
| 16 | +9 ସକାଳ_ଅନୁଗୋଳ_18-07-2026.pdf | 84 |
| 17 | +3 ସକାଳ_kbk_18-07-2026.pdf | 87 |
| 18 | +3 ପ୍ରଗତିବାଦୀ_kbk_ପଶ୍ଚିମ_ଓଡ଼ିଶା_18_07_2026.pdf | 68 |
| 19 | +5 ପ୍ରତିଦିନ_18-07-2026.pdf | 70 |
| 20 | *🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୧୮ ତାରିଖ ୨୦୨୬ ମସିହା (ଶନିବାର)*
*ଶକାବ୍ଦ -୧୯୪୮*
*ସମ୍ବତ -୨୦୮୩*
*ଦିଲ୍ଲୀସ୍ୱରାଦ୍ଧ-୧୪୩୩*
*ସମ୍ବତ୍ସର- ରୌଦ୍ର*
*ଆଷାଢ଼ମାସ- ଶୁକ୍ଳପକ୍ଷ*
*ତିଥି- ପଞ୍ଚମୀ ରାତ୍ରି ଘ୦୩/୦୫ ଗତେ ଷଷ୍ଠୀ*
*ନକ୍ଷତ୍ର- ପର୍ବା ଫାଃ ସନ୍ଧ୍ୟା ଘ୦୬/୧୦ ଗତେ ଉତ୍ତରା ଫାଃ*
*ଚନ୍ଦ୍ର-ସିଂହ ରାତ୍ରି ଘ୧୨/୧୦ ଗତେ କନ୍ୟା*
*ଯୋଗ- ବରୀୟାନ*
*କରଣ - ବବ*
*ସୌରମାସ- କର୍କଟ ୦୨ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ- ପ୍ରାତଃ ଘ୦୫/୨୧/୪୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୫୩*
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୩/୦୫ ଗତେ ପଶ୍ଚିମେ*
*କର୍କଟ ଓ ମକର ରାଶି ର ଘାତଚନ୍ଦ୍ର*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୭/୦୦ ମଧ୍ୟେ ଓ ଦିବା ଘ୦୪/୪୫ ଗତେ ଘ୦୬/୨୬ ମଧ୍ୟେ*
*ବାରବେଳା- ଦିବା ଘ୦୧/୩୦ ଗତେ ଘ୦୩/୧୦ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୨୦ ଗତେ ଘ୧୨/୩୪ ମଧ୍ୟେ ଓ ରାତ୍ରି ଘ୦୮/୫୦ ଗତେ ଘ୧୧/୧୪ ମଧ୍ୟେ ଓ ରାତ୍ରି ଘ୧୨/୫୦ ଗତେ ଘ୦୨/୨୪ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି *═✧*══•❁❀❁•═*═══✧
*ଅଦ୍ୟ ବେଲ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌷ମେଷ🌷👉: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।*
*✧═════•❁❀❁•═════✧*
*🌷ବୃଷ🌷👉 : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*
*✧═════•❁❀❁•═════✧*
*🌷ମିଥୁନ🌷👉 : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*
*✧═════•❁❀❁•═════✧*
*🌷କର୍କଟ🌷👉 : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*
*✧═════•❁❀❁•═════✧*
*🌷ସିଂହ🌷👉: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।*
*✧═════•❁❀❁•═════✧*
*🌷କନ୍ୟା🌷👉: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।*
*✧═════•❁❀❁•═════✧*
*🌷ତୁଳା🌷👉: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*
*✧═════•❁❀❁•═════✧*
*🌷ବିଛା🌷👉: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*
*✧═════•❁❀❁•═════✧*
*🌷ଧନୁ🌷👉 : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।*
*✧═════•❁❀❁•═════✧*
*🌷ମକର🌷👉 : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।*
*✧═════•❁❀❁•═════✧*
*🌷କୁମ୍ଭ🌷👉 : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।*
*✧═════•❁❀❁•═════✧*
*🌷ମୀନ🌷👉 : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।*
*✧═════•❁❀❁•═════✧* | 82 |
