fa
Feedback
Sukant Tutorial

Sukant Tutorial

رفتن به کانال در Telegram

Hi Friends I am Sukant , Welcome to My Channel "Sukant Tutorial" In this channel you will get 1.Educational Related all videos 2.Educational News & Letters 3.Scholarship update Subscribe me on YouTube -: https://youtube.com/@SukantTutorial

نمایش بیشتر

📈 تحلیل کانال تلگرام Sukant Tutorial

کانال Sukant Tutorial (@sukanttutorial) بازیگری فعال است. در حال حاضر جامعه شامل 12 303 مشترک است و جایگاه 16 359 را در دسته آموزش و رتبه 33 385 را در منطقه الهند دارد.

📊 شاخص‌های مخاطب و پویایی

از زمان ایجاد در невідомо، پروژه رشد سریعی داشته و 12 303 مشترک جذب کرده است.

بر اساس آخرین داده‌ها در تاریخ 30 ژوئن, 2026، کانال فعالیت پایداری دارد. در ۳۰ روز گذشته تغییر اعضا برابر -233 و در ۲۴ ساعت گذشته برابر -8 بوده و همچنان دسترسی گسترده‌ای حفظ شده است.

  • وضعیت تأیید: تأیید نشده
  • نرخ تعامل (ER): میانگین تعامل مخاطب 20.23% است و در ۲۴ ساعت نخست پس از انتشار، محتوا معمولاً 4.00% واکنش نسبت به کل مشترکان کسب می‌کند.
  • دسترسی پست‌ها: هر پست به طور میانگین 2 490 بازدید دریافت می‌کند. در اولین روز معمولاً 493 بازدید جمع‌آوری می‌شود.
  • واکنش‌ها و تعامل: مخاطبان به‌طور فعال حمایت می‌کنند؛ میانگین واکنش به هر پست 1 است.

📝 توضیح و سیاست محتوایی

نویسنده این فضا را محل بیان دیدگاه‌های شخصی توصیف می‌کند:
Hi Friends I am Sukant , Welcome to My Channel "Sukant Tutorial" In this channel you will get 1.Educational Related all videos 2.Educational News & Letters 3.Scholarship update Subscribe me on YouTube -: https://youtube.com/@SukantTutorial

به لطف به‌روزرسانی‌های پرتکرار (آخرین داده در تاریخ 01 ژوئیه, 2026)، کانال همواره به‌روز و دارای دسترسی بالاست. تحلیل‌ها نشان می‌دهد مخاطبان به‌طور فعال با محتوا تعامل دارند و آن را به نقطه اثرگذاری مهم در دسته آموزش تبدیل کرده‌اند.

12 303
مشترکین
-824 ساعت
-607 روز
-23330 روز
آرشیو پست ها
✅ ଡିଗ୍ରୀ ପାଠ୍ୟକ୍ରମରେ ଇଂରାଜୀର ଦୁଇଟି ପେପର ପରୀକ୍ଷା ହେଉ
ଡିଗ୍ରୀ ପାଠ୍ୟକ୍ରମରେ ଇଂରାଜୀର ଦୁଇଟି ପେପର ପରୀକ୍ଷା ହେଉ

✅ SUMMATIVE ASSESSMENT -1 FOR CLASS-IX (HIGH SCHOOL CERTIFICATE) 2022-23
✅ SUMMATIVE ASSESSMENT -1 FOR CLASS-IX (HIGH SCHOOL CERTIFICATE) 2022-23

https://youtu.be/izKFYSZ129w ଆସିଗଲା ଆକାଉଣ୍ଟକୁ Scholarship 1st & 2nd Phase Scholarship Money କିପରି ଚେକ୍ କରିବେ ଆପଣଙ୍କୁ କେବେ ମିଳିବ , କେତେ ଟଙ୍କା ମିଳିବ ? ଜାଣନ୍ତୁ Must Watch & Share👆👆

✅ କୃଷକ ଓଡ଼ିଶା ପୋର୍ଟାଲରେ ୩୧ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ମାଗଣାରେ ପଞ୍ଜିକରଣ ସୁବିଧା ✅ Website Link - www.krushak.odisha.gov.in
କୃଷକ ଓଡ଼ିଶା ପୋର୍ଟାଲରେ ୩୧ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ମାଗଣାରେ ପଞ୍ଜିକରଣ ସୁବିଧା ✅ Website Link - www.krushak.odisha.gov.in

🔵 ADMISSION UPDATE 2022-24
+2
🔵 ADMISSION UPDATE 2022-24

https://youtu.be/eUnJxhtoaYs 🔥20000+ SSC CGL Vacancy Released

🔥ROY TUTORIAL🔥 🎯🎯🎯🎯🎯🎯 Join 8th Mensuration Class Live On 7.00 p.m 🎯🎯🎯🎯🎯🎯 Topic-ପରିମିତି 🎯🎯🎯🎯🎯🎯 👇👇Must Join👇👇 https://youtu.be/NWxgltGK3_o

🔥ROY TUTORIAL🔥 🎯🎯🎯🎯🎯🎯 Join 9th Mensuration(Formula) Class Live On 5.00 p.m 🎯🎯🎯🎯🎯🎯 Topic-ପରିମିତି ସୂତ୍ର 🎯🎯🎯🎯🎯🎯 👇👇Must Join👇👇 https://youtu.be/hTleUpnpFbk

💫💫💫💫💫💫💫💫💫 ଆପଣମାନେ ଏହାକୁ ପଢ଼ନ୍ତୁ ... ଆପଣଙ୍କ ମନରେ ଏହି ପରି ପ୍ରଶ୍ନ ଉଠିବ ????
💫💫💫💫💫💫💫💫💫 ଆପଣମାନେ ଏହାକୁ ପଢ଼ନ୍ତୁ ... ଆପଣଙ୍କ ମନରେ ଏହି ପରି ପ୍ରଶ୍ନ ଉଠିବ ????

https://youtu.be/eubV0JgmzwA +3 Spot Admission Dateline 2022-23 +3 Spot Admission Vacancy Seat,Spot Online Apply,Spot SelectionMerit List & Admission Dateline ? Must Watch & Share👆👆

🙏ଜୟ ଜଗନ୍ନାଥ🙏
🙏ଜୟ ଜଗନ୍ନାଥ🙏

✅ ADMISSION UPDATE 2022-23
+2
ADMISSION UPDATE 2022-23

‘ସମ୍ବାଦ’ ବିତର୍କ ଓ ସାରେଗାମା ପ୍ରତିଯୋଗିତା ଆଜିସମ୍ବାଦ’ର ୩୯ତମ ସ୍ବନକ୍ଷତ୍ର ଅବସରରେ ଆଜି ୧୮ ତାରିଖ ରବିବାର ଅନୁଷ୍ଠିତ ହେଉଛି ବାର୍ଷିକ ଜୋନ୍ ସ୍ତରୀୟ ବିତର୍କ ଏବଂ ସାରେଗାମା ପ୍ରତିଯୋଗିତା। ୯ଟି ଜୋନ୍‌ର ୧୨ଟି କେନ୍ଦ୍ରରେ ଏହି ପ୍ରତିଯୋଗିତା ହେବ। ଉଭୟ ବିତର୍କ ଏବଂ ସାରେଗାମା ପ୍ରତିଯୋଗିତାରେ ମହାବିଦ୍ୟାଳୟ ଏବଂ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଉଛନ୍ତି। ଯେଉଁମାନେ କୌଣସି ସମସ୍ୟା ଯୋଗୁଁ ଅନ୍‌ଲାଇନରେ ପଞ୍ଜୀକରଣ କରିପାରି ନାହାନ୍ତି, ସେମାନେ ପରୀକ୍ଷା କେନ୍ଦ୍ରକୁ ଆସି ପ୍ରତିଯୋଗିତାରେ ଭାଗ ନେଇପାରିବେ। ଏଥିପାଇଁ ନିଜ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଥିବା ପରିଚୟପତ୍ର ଆଣିବାକୁ ପଡ଼ିବ। ପ୍ରତିଯୋଗିତା ଦିନ ୧୦ଟାରେ ଆରମ୍ଭ ହେବ। ସାରେଗାମା ପ୍ରତିଯୋଗିତାରେ ଭାଗ ନେବାକୁ ଚାହୁଁଥିବା ପ୍ରତିଯୋଗୀମାନେ ଓଡ଼ିଆ କିମ୍ବା ହିନ୍ଦୀ ଭାଷାରେ ଭଜନ ଓ ଲଘୁ ସଙ୍ଗୀତ ଗାଇପାରିବେ। ସେମାନଙ୍କୁ ବାଦ୍ୟଯନ୍ତ୍ରର ସହାୟତା ଯୋଗାଇ ଦିଆଯିବ। କୌଣସି ଅଶ୍ଳୀଳ ଓ ଦ୍ବିଅର୍ଥବୋଧକ ଗୀତ ଗାଇପାରିବେ ନାହିଁ। ସେହିପରି ବିତର୍କ ପ୍ରତିଯୋଗିତାର ବିଷୟବସ୍ତୁ ପ୍ରତିଯୋଗିତା ଆରମ୍ଭ ହେବାର ଘଣ୍ଟାଏ ପୂର୍ବରୁ ପ୍ରଦାନ କରାଯିବ। ଜୋନସ୍ତରୀୟ କୃତୀ ପ୍ରତିଯୋଗୀଙ୍କୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାକୁ ସୁଯୋଗ ମିଳିବ। ରାଜ୍ୟସ୍ତରୀୟ ପ୍ରତିଯୋଗିତାର ତିନି ଜଣ ଲେଖାଏଁ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ। ପ୍ରଥମ ସ୍ଥାନ ପାଇଁ କୃତୀ ପ୍ରତିଯାଗୀଙ୍କୁ ପୁରସ୍କାର ବାବଦ ୧୦ ହଜାର ଟଙ୍କା, ଦ୍ବିତୀୟ ପୁରସ୍କାର ପାଇଁ ୭ ହଜାର ୫୦୦ ଟଙ୍କା ଏବଂ ତୃତୀୟ ପୁରସ୍କାର ବାବଦ ୫ ହଜାର ଟଙ୍କା ଓ ସାର୍ଟିଫିକେଟ ପ୍ରଦାନ କରାଯିବ।

✅ଆଜି ‘ସମ୍ବାଦ’ ବିତର୍କ ଓ ସାରେଗାମା ପ୍ରତିଯୋଗିତା
+1
✅ଆଜି ‘ସମ୍ବାଦ’ ବିତର୍କ ଓ ସାରେଗାମା ପ୍ରତିଯୋଗିତା

🔴 ‘ଭିସୁଟ୍‌’ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ୍‌ ଅନୁମୋଦିତ, ୫ଟିରେ ହେବ ରୂପାନ୍ତରିକରଣ ୨୦୨୬ ସୁଦ୍ଧା ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କୁ ମିଳିବ ଶିକ୍ଷା, ୨୭ଟି ସେଣ୍ଟର ଅଫ ଏକ୍‌ସେଲେନ୍‌ସ ହେବ ଗଠନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜି (ଭିସୁଟ)ର ଉନ୍ନତୀକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢ଼ିବାର ବ୍ୟବସ୍ଥା କରାଯିବ। ଏଥିପାଇଁ ୩ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ ଗତ ଅଗଷ୍ଟ ମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଷିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ଏହି ମାଷ୍ଟରପ୍ଲାନ ଅନୁଯାୟୀ ୨୦୩୦ ସୁଦ୍ଧା ଏହାକୁ ଏକ ମଲ୍ଟି ଡିସିପିଲିନାରି ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିଭରସିଟି ଭାବରେ ବିକଶିତ କରାଯିବ। ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ ଆଇଆଇଟି ଓ ଏନ୍‌ଆଇଟି ସମକକ୍ଷ ହେବ। ଏଥିରେ ସ୍କୁଲ ଅଫ୍‌ ଇଞ୍ଜିନିୟରିଂ, ସ୍କିଲ ଡେଭଲପମେଣ୍ଟ ସେଣ୍ଟର, ସ୍କୁଲ ଅଫ୍‌ ମେଡିକାଲ ଟେକ୍ନୋଲୋଜି ଓ ସ୍କୁଲ ଅଫ୍‌ ବେସିକ ସାଇନ୍ସ ପରି ୭ଟି ସ୍କୁଲ ରହିବ। ମାଷ୍ଟରପ୍ଲାନ ଅନୁଯାୟୀ ଏହି ଅନୁଷ୍ଠାନରେ ୧୦,୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯିବ। ବର୍ତ୍ତମାନ ୨୮୪୯ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି। ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ। ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରୀ, ପ୍ରଫେସରମାନଙ୍କ ଚାମ୍ବର ଓ ଗ୍ୟାଲେରି ରହିବ। ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବୋରେଟୋରୀ ସୁବିଧା ଉପଲବ୍‌ଧ ହେବ। ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନ ମାନଙ୍କର ସହଭାଗୀତା କରାଯିବ ଏବଂ ଏଥିରେ ଅତି କମ୍‌ରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ବ ଗ୍ରହଣ କରିବେ। ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ ଏବଂ ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତିକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ ରୁମ୍‌ ନିର୍ମାଣ କାମ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ ବ୍ୟବସ୍ଥାର ସୁବିଧା କରାଯିବ। ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି ଓ ପ୍ରଫେସର ମାନଙ୍କ ସହିତ ଅଲୋଚନା କରିଥିଲେ । ସେମାନେ ସମସ୍ତେ ଏହି ରୂପାନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହିତ ଏଥିପାଇଁ ପ୍ରତିବଦ୍ଧତା ସହ କାମ କରିବେ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଦକ୍ଷତା ବିକାଶ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଉପସ୍ଥାପନା ରଖିଥିଲେ।

✅ ODISHA SUB-ORDINATE STAFF SELECTION COMMISSION ✅ 3RD & FINAL ROUND PHYSICAL TEST FOR THE POST OF EXCISE CONSTABLE UNDER THE COMBINED RECRUITMENT EXAMINATION-2021 FOR GROUP-C POSTS

✅ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜି (ଭିସୁଟ) ✅ ‘ଭିସୁଟ୍‌’ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ୍‌ ଅନୁମୋଦିତ, ୫ଟିରେ ହେବ
+2
✅ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜି (ଭିସୁଟ) ✅ ‘ଭିସୁଟ୍‌’ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ୍‌ ଅନୁମୋଦିତ, ୫ଟିରେ ହେବ ରୂପାନ୍ତରିକରଣ ,୨୦୨୬ ସୁଦ୍ଧା ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କୁ ମିଳିବ ଶିକ୍ଷା, ୨୭ଟି ସେଣ୍ଟର ଅଫ ଏକ୍‌ସେଲେନ୍‌ସ ହେବ ଗଠନ

✅ OPSC RECRUITMENT 2022
OPSC RECRUITMENT 2022