fa
Feedback
ODIA MEDIUM SCHOOL 🏫 CHANNEL

ODIA MEDIUM SCHOOL 🏫 CHANNEL

رفتن به کانال در Telegram

ODIA MEDIUM SCHOOL 🏫🏫🏫

نمایش بیشتر
کشور مشخص نشده استآموزش100 613
711
مشترکین
اطلاعاتی وجود ندارد24 ساعت
اطلاعاتی وجود ندارد7 روز
اطلاعاتی وجود ندارد30 روز
آرشیو پست ها
Hello student

Pmst exam re khr kt mark achi

Hello everyone

Hello everyone

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଆଉ ୨ ଦିନ ଛୁଟି: ଆସନ୍ତାକାଲି ଓ ପହରଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା, ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି, ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୨ ଦିନ ବନ୍ଦ ରହିବ #Odisha Join for -: odia medium school

Board of Secondary Education, Odisha https://apps.bseodisha.ac.in/rechecking/ Checking of Addition of marks for HSC Examination-2022-23 SA-I

ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଏପ୍ରିଲ ୧୨ ତାର
ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି  ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ।  ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

🔴ଏପ୍ରିଲ ୧୨ରୁ ଏପ୍ରିଲ ୧୬ ଯାଏଁ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।🔴 ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଆସନ୍ତାକାଲଠୁ ରାଜ୍ୟରେ ନବ୍ଦ ରହିବ ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । Ꭻᴏɪɴ 𝐮𝐬 ➥ ☜ ତେବେ ଖାଲି ସେତିକି ନୁହେଁ, ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଆଜି କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏହାପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।