fa
Feedback

فریب کلاهبرداران را نخورید! تل‌متریو این کانال‌ها را شناسایی و برچسب‌گذاری می‌کند 👉 برای مشاهده برچسب، اشتراک تهیه کنید 👈

CAREER STUDY CLASSES 📘📚📝

CAREER STUDY CLASSES 📘📚📝

رفتن به کانال در Telegram

Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd

نمایش بیشتر
671
مشترکین
اطلاعاتی وجود ندارد24 ساعت
-37 روز
-3830 روز
آرشیو پست ها
ବାତ୍ୟା ଖବର
+3
ବାତ୍ୟା ଖବର

ନୂଆ କାର୍ଯ୍ୟସୂଚୀ
+1
ନୂଆ କାର୍ଯ୍ୟସୂଚୀ

Nine ministers assigned nine districts to oversee the relief & rescue activities in view of #CycloneDana
Nine ministers assigned nine districts to oversee the relief & rescue activities in view of #CycloneDana

ଖୋର୍ଦ୍ଧା ଜିଲ୍ଲା ପାଇଁ
ଖୋର୍ଦ୍ଧା ଜିଲ୍ଲା ପାଇଁ

ହାତ ଖର୍ଚ୍ଚ ଯୋଜନା
ହାତ ଖର୍ଚ୍ଚ ଯୋଜନା

ବିଦ୍ୟାଳୟ ଓ ଗଣଶିକ୍ଷା ଅଧିନରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ଆସନ୍ତା ୨୩ ଅକ୍ଟୋବର ରୁ ୨୫ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ ବାତିଲର ନ
ବିଦ୍ୟାଳୟ ଓ ଗଣଶିକ୍ଷା ଅଧିନରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ଆସନ୍ତା ୨୩ ଅକ୍ଟୋବର ରୁ ୨୫ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ ବାତିଲର ନିର୍ଦ୍ଦେଶ

🟪 ବାତ୍ୟା ପାଇଁ ଘୁଞ୍ଚିଲା ଅଷ୍ଟମରୁ ଦଶମ ଯାଏ ଷାଣ୍ମାସିକ ପରୀକ୍ଷା - ଅକ୍ଟୋବର ୨୪ରୁ ୨୬ ଯାଏ ହେବାକୁ ଥିବା ପରୀକ୍ଷା ଘୁଞ୍ଚିଲା - ନଭେମ୍ବର ୧,୨ ଓ ୪ ରେ ହେବ ଏହି ୩ ଦିନର ପରୀକ୍ଷା - ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ-ଓଷ୍ଟl ପକ୍ଷରୁ ସୂଚନା

ବାତ୍ୟା ପ୍ରସ୍ତୁତି ସମୀକ୍ଷା | ୨୨ ଅକ୍ଟୋବର, ୨୦୨୪ ବାତ୍ୟା ପ୍ରସ୍ତୁତିର ଆକଳନ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଅଛି। · ବାତ୍ୟା ପରେ ରାସ୍ତା ଓ ଯାତାୟାତ ବ୍ୟବସ୍ଥାକୁ ସଫା କରିବା ପାଇଁ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଆବଶ୍ୟକ ଆଗୁଆ ବ୍ୟବସ୍ଥା କରାଯାଇଛି। · ଓଡ଼ିଶା ଉପକୂଳରେ ଚଳାଚଳ କରୁଥିବା ସମସ୍ତ ମାଛଧରା ଡଙ୍ଗାକୁ ୨୨.୧୦.୨୦୨୪ ପୂର୍ବାହ୍ନ ୧୧ଟା ସୁଦ୍ଧା ସୁରକ୍ଷିତ ଭାବେ ଫେରାଇ ଅଣାଯାଇଛି ଏବଂ ୨୬.୧୦.୨୦୨୪ ସନ୍ଧ୍ୟା ପର୍ଯ୍ୟନ୍ତ କୌଣସି ମାଛଧରା ଡଙ୍ଗା ସମୁଦ୍ର ଭିତରକୁ ଯିବ ନାହିଁ ବୋଲି ସୁନିଶ୍ଚିତ କରାଯାଇଛି । · ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ହେବାକୁ ଥିବା ଗୋଟିଏ ହେଲିକପ୍ଟର ଯୋଗାଇ ଦେବାକୁ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟକୁ ଅନୁରୋଧ କରାଯାଇଛି । · ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ୧୪ଟି ଜିଲ୍ଲାର ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ର ଅକ୍ଟୋବର ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । · ସର୍ଚ୍ଚ ଆଣ୍ଡ ରେସ୍କ୍ୟୁ ଅପରେସନର ସାମଗ୍ରିକ ତଦାରଖ ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ହାଇ ଆଲର୍ଟରେ ଜିଲ୍ଲାଗୁଡ଼ିକରେ ନିୟୋଜିତ କରାଯାଇଛି । · ତିନି ବନ୍ଦର କର୍ତ୍ତୃପକ୍ଷ ଗୋପାଳପୁର, ପାରାଦୀପ ଓ ଧାମରାକୁ ସତର୍କତାମୂଳକ ସୂଚନା ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । · ସରକାରଙ୍କ ଗାଇଡଲାଇନ ଅନୁଯାୟୀ ଠିକ୍ ସମୟରେ ସ୍ଥାନାନ୍ତର ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । · ଘରୋଇ ଓ ସରକାରୀ କୋଠାରେ ଓଭରହେଡ୍ ପାଣି ଟାଙ୍କି ଭର୍ତ୍ତି ରଖିବା ପାଇଁ ଅନୁରୋଧ କରାଯାଇଛି। · ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହୋର୍ଡିଂ ହଟାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । · ସରକାରଙ୍କ ତରଫରୁ ୬ ହଜାରରୁ ଉର୍ଦ୍ଧ୍ୱ ବହୁମୁଖୀ ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି । · ୩ ହଜାରରୁ ଉର୍ଦ୍ଧ୍ୱ ସମ୍ବେଦନଶୀଳ ସ୍ଥାନମାନଙ୍କରୁ ଜନସାଧାରଣଙ୍କୁ ସ୍ଥାନାନ୍ତରିତ କରିବା ପାଇଁ ଚିହ୍ନଟ କରାଯାଇଛି। · ଆବଶ୍ୟକସ୍ଥଳେ ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତରିତ କରାଯିବ । · ୮ ହଜାରରୁ ଉର୍ଦ୍ଧ୍ୱ ଗର୍ଭବତୀ ମହିଳାମାନଙ୍କୁ ନିରାପଦ ପ୍ରସବ ପାଇଁ ଡାକ୍ତାରଖାନାକୁ ସ୍ଥାନାନ୍ତର କରିବା ପାଇଁ ଚିହ୍ନଟ କରାଯାଇଛି । · ୭୦୦ ଶହରୁ ଉର୍ଦ୍ଧ୍ୱ ବିଦ୍ୟୁତ୍ ଗ୍ୟାଙ୍ଗମ୍ୟାନମାନଙ୍କୁ ବାତ୍ୟା ପରବର୍ତ୍ତୀ ସମୟରେ ପୁନଃ ବିଦ୍ୟୁତ୍ ସଂଯୋଗୀକରଣ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ପ୍ରସ୍ତୁତ ରଖାଯାଇଛି । · ବାତ୍ୟା ପରବର୍ତ୍ତୀ ସମୟରେ ଲୋକମାନଙ୍କୁ ଯୋଗାଇ ଦେବା ପାଇଁ ୫ ହଜାର ପ୍ୟାକେଟ୍ ରୁ ଉର୍ଦ୍ଧ୍ୱ ପଲିଥିନ୍ ମହଜୁଦ୍ ରଖାଯାଇଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ପ୍ରକାଶ କରିଛନ୍ତି । ଏହି ଅବସରେ ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହ ଉପସ୍ଥିତ ଥିଲେ।

🔥 ବାତ୍ୟା ପାଇଁ ବନ୍ଦ ରହିବ ଐତିହ୍ୟସ୍ଥଳ ଓ ମ୍ୟୁଜିୟମ 🔥 ୨୪ ଏବଂ ୨୫ ତାରିଖ ବନ୍ଦ ରହିବା ନେଇ ଘୋଷଣା 🔥 ଦୁଇ ଦିନ ବନ୍ଦ ରହିବା ନେଇ ଏଏସ୍‌ଆଇ ଅଧୀକ୍ଷକଙ୍କ ସୂଚନା

🌞🌞🌞 ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ଅକ୍ଟୋବର ୨୩-୨୫ ପର୍ଯ୍ୟନ୍ତ ବାତିଲ୍ କରାଯାଇଛି । ଏଥିସହିତ ଆବଶ୍ୟକସ୍ଥଳେ ଜିଲ୍ଲା ପ୍ରଶାସନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ କରିପାରିବେ ‌

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ରୁହନ୍ତୁ । ପାଣିପାଗ ବିଭାଗ ଓ ସରକାରଙ୍କ ସୂଚନା ଅନୁଯାୟୀ ସତର୍କତା ଅବଲମ୍ବନ କରନ୍ତୁ । ନିହାତି ଆବଶ୍ୟକ ନ ଥିଲେ ଯାତ
ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ରୁହନ୍ତୁ । ପାଣିପାଗ ବିଭାଗ ଓ ସରକାରଙ୍କ ସୂଚନା ଅନୁଯାୟୀ ସତର୍କତା ଅବଲମ୍ବନ କରନ୍ତୁ । ନିହାତି ଆବଶ୍ୟକ ନ ଥିଲେ ଯାତ୍ରା କରନ୍ତୁ ନାହିଁ ।

ବାତ୍ୟା ସମ୍ବନ୍ଧିତ ସୂଚନା | ଶିକ୍ଷାନୁଷ୍ଠାନ ଛୁଟି ସମ୍ଭାବ୍ଯ ବାତ୍ୟାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟ ଏବଂ ବିଶ୍ବ ବିଦ୍ୟାଳୟଗୁଡିକ ଚଳିତ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ତିନିଦିନ ବନ୍ଦ ରହିବ। ଜିଲ୍ଲା ତାଲିକା: ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକ।

📈 ବାତ୍ୟା ପାଇଁ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ -କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ -୧୪ ଜିଲ୍ଲାରେ କଲେଜ,
📈 ବାତ୍ୟା ପାଇଁ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ -କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ -୧୪ ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶ

🔴ଆଜିଠୁ +୨ ତୃତୀୟ ପର୍ଯ୍ୟାୟ ନାମଲେଖା ଆବେଦନ🔴 +୨ର ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ଖାଲିଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ଆବେଦନ। ୨୭ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ୱର ୧ ତାରିଖରେ ମେଧା ତାଲିକା ସମେତ ୱେଟିଂ ତାଲିକା ପ୍ରକାଶ ପାଇବ। ଖାଲିଥିବା ସିଟ୍‌‌ ସଂଖ୍ୟାର ୧୦ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ନାମ ଲେଖାଇ ପାରିବେ। ଏହାପରେ ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ ଓ ୮ ତାରିଖ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରିବା ପରେ ସେହିଦିନ ୪ଟା ୩୦ରେ ଚୂଡ଼ାନ୍ତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ୧୧ରୁ ୧୩ ତାରିଖ ମଧ୍ୟରେ ନାମଲେଖା ଶେଷ ହେବ। ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ନାମ ଲେଖାଇ ନାହାନ୍ତି ବା ଆବେଦନ କରିନାହାନ୍ତି, ସେମାନେ ଆବେଦନ କରିପାରି ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। 💐💐💐💐💐💐💐💐💐💐 ✍️✍️✍️✍️ OFFICIAL TEAM BY CARRER STUDY CLASSES 🏫🏫 🦚🦚🦚🦚🦚🦚🦚🦚🦚

🔴୨୩ରୁ ୨୫ ଯାଏଁ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର; ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା🔴 ୧୪ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି ଘୋଷଣା କରାଯାଇଛି । ଆଜି ୧୪ ଜିଲ୍ଲାର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡିକୁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ।

🟪 ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବନ୍ଦର ପାଇଁ ବିପଦ ସଙ୍କେତ ଜାରି -ସବୁ ବନ୍ଦର ପାଇଁ ୧ନଂ ବିପଦ ସଂକେତ ଜାରି -ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା -୨୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ -୭ ଜିଲ୍ଲାକୁ ରେଡ୍ ଓ ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଦାନା ର ଗତିପଥ
ଦାନା ର ଗତିପଥ

🟪 ODISHA STATE SCHOLARSHIP PORTAL 2024 🔴 CHECK SCHOLARSHIP ELIGIBILITY 🌜 https://cutt.ly/beDu8A68 SHARE THE SCREENSHOT IF YOU'VE CHECKED.

NUMBER SYSTEM
NUMBER SYSTEM