fa
Feedback

فریب کلاهبرداران را نخورید! تل‌متریو این کانال‌ها را شناسایی و برچسب‌گذاری می‌کند 👉 برای مشاهده برچسب، اشتراک تهیه کنید

CAREER STUDY CLASSES 📘📚📝

CAREER STUDY CLASSES 📘📚📝

رفتن به کانال در Telegram

Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd

نمایش بیشتر
668
مشترکین
-224 ساعت
-57 روز
-3930 روز
آرشیو پست ها
✨✨✨ ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ ; ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୨୦ ଯାଏଁ ମେନ୍ ପରୀକ୍ଷା । ଡିସେମ୍ବର ୨୬ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା । ଜାନୁଆରୀ ୨ରୁ ୧୨ ଯାଏଁ ପ୍ରାକ୍ଟିକାଲ ପରୀକ୍ଷା । ପରୀକ୍ଷାର ୪୫ ଦିନ ଭିତରେ ବାହାରିବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ।

OSSSC ପରୀକ୍ଷା ବିଭ୍ରାଟ
OSSSC ପରୀକ୍ଷା ବିଭ୍ରାଟ

🙌🙌🙌🙌🙌🙌🙌🙌🙌🙌
🙌🙌🙌🙌🙌🙌🙌🙌🙌🙌

ନବ ନିଯୁକ୍ତ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi
ନବ ନିଯୁକ୍ତ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ସମସ୍ତଙ୍କୁ ସମ୍ବୋଧିତ କରିବାକୁ ଯାଉଛନ୍ତି। ମୁଁ ଏବେ ଲକ୍ଷ୍ୟ କରୁଛି, ଓଡ଼ିଶା ସରକାରଙ୍କ ପ୍ରତିଟି ପୋଷ୍ଟରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହୁଛି

ଆସୁଅଛି !! ଆସୁଅଛି !! POST MATRIC SCHOLARSHIP 2024
ଆସୁଅଛି !! ଆସୁଅଛି !! POST MATRIC SCHOLARSHIP 2024

ପାଖାପାଖି ବର୍ଷକ ପରେ ଆଜି
+1
ପାଖାପାଖି ବର୍ଷକ ପରେ ଆଜି

ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ଉପସ୍ଥାନ ମାତ୍ର ୧୫% , ଚିନ୍ତାରେ CHSE
ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ଉପସ୍ଥାନ ମାତ୍ର ୧୫% , ଚିନ୍ତାରେ CHSE

🌸 ନିଯୁକ୍ତି ପାଇବେ ୧୬,୦୦୯ ଜଣ କନିଷ୍ଠ(Schematic) ଶିକ୍ଷକ ଶିକ୍ଷୟତ୍ରୀ । ଆସନ୍ତା କାଲି(ଶନିବାର)ନିଯୁକ୍ତି ପତ୍ର ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ🌸 ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(Schematic)ଙ୍କୁ ଶନିବାର(ଆସନ୍ତା କାଲି) ନିଯୁକ୍ତି ପତ୍ର ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(Schematic)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ , ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ଉଲ୍ଲେଖଯୋଗ୍ୟ, ରାଜ୍ୟରେ ଶିକ୍ଷାଦାନକୁ ଗୁଣାତ୍ମକ କରିବା ଦିଗରେ ଏହି ନିଯୁକ୍ତି ଏକ ବଡ଼ ପଦକ୍ଷେପ ହେବ। ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ପିଲାଙ୍କ ଭବିଷ୍ୟତ ଗଢିବା ଦିଗରେ ଏହା ସହାୟକ ହେବ । ରାଜ୍ୟ ସରକାର ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଥିବା ବେଳେ ଏହି ପଦକ୍ଷେପ ଲକ୍ଷ୍ୟ ପୂରଣ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଚୟନ ହୋଇଥିବା ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ୪୨୪ ଜଣ, ବାଲେଶ୍ୱର ଜିଲ୍ଲାରେ ୬୦୦ଜଣ, ବରଗଡ଼ ଜିଲ୍ଲାରେ ୪୭୯ଜଣ, ଭଦ୍ରକ ଜିଲ୍ଲାରେ ୨୬୦ଜଣ, ବଲାଙ୍ଗିର ଜିଲ୍ଲାରେ ୧୦୮୦ଜଣ, ବୌଦ୍ଧ ଜିଲ୍ଲାରେ ୬୫ଜଣ, କଟକ ଜିଲ୍ଲାରେ ୮୯୩ଜଣ, ଦେବଗଡ଼ ଜିଲ୍ଲାରେ  ୨୧ଜଣ, ଢେଙ୍କାନାଳ ଜିଲ୍ଲାରେ ୫୮୩ଜଣ, ଗଜପତି ଜିଲ୍ଲାରେ ୧୩ଜଣ, ଗଞ୍ଜାମ ଜିଲ୍ଲାରେ ୧୨୬୪ଜଣ, ଜଗତସିଂହପୁର ଜିଲ୍ଲାରେ ୮୮ଜଣ, ଯାଜପୁର ଜିଲ୍ଲାରେ ୮୭୨ଜଣ, ଝାରସୁଗୁଡ଼ା ଜିଲ୍ଲାରେ ୩୮ଜଣ, କଳାହାଣ୍ଡି ଜିଲ୍ଲାରେ ୮୧୧ ଜଣ,  କନ୍ଧମାଳ ଜିଲ୍ଲାରେ ୧୫୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରେ ୧୦୩୮ଜଣ, କେନ୍ଦୁଝର ଜିଲ୍ଲାରେ ୧୩୨୯ ଜଣ, ଖୋର୍ଦ୍ଧା ଜିଲ୍ଲାରେ ୭୫୩ ଜଣ, କୋରାପୁଟ ଜିଲ୍ଲାରେ ୯୨୨ଜଣ, ମାଲକାନଗିରି ଜିଲ୍ଲାରେ ୫୫୫ଜଣ, ମୟୂରଭଞ୍ଜ ଜିଲ୍ଲାରେ ୮୨୭ ଜଣ, ନବରଙ୍ଗପୁର ଜିଲ୍ଲାରେ ୮୬୦ ଜଣ, ନୟାଗଡ଼ ଜିଲ୍ଲାରେ ୮୩ ଜଣ, ନୂଆପଡ଼ା ଜିଲ୍ଲାରେ ୨୨୧ ଜଣ, ପୁରୀ ଜିଲ୍ଲାରେ ୭୩୩ଜଣ, ରାୟଗଡ଼ା ଜିଲ୍ଲାରେ ୫୧୧ ଜଣ, ସମ୍ବଲପୁର ଜିଲ୍ଲାରେ ୨୧୮ ଜଣ, ସୁବର୍ଣ୍ଣପୁର ଜିଲ୍ଲାରେ ୧୫୭ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦ ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି । Secretary office by ® CARRER STUDY CLASSES 🏫🏫🏫🏫🏫🏫🏫 @rajendra143_2k 💐💐💐💐💐💐💐💐💐💐

photo content
+9

photo content
+3

photo content
+3

All students VC Kariba???
Anonymous voting

Offer now 👉👉👉 🦚🦚🦚🦚🦚🦚🦚 1k complete ✅👍✅✅ Now all available hua Ur any problem with uu personal message kara 💐💐💐💐💐💐💐💐 @rajendra143_2k Secretary office by CARRER STUDY CLASSES

Some questions for school 🏫🏫 students pai Ur any problem with uu personal information DM me 🗞️ 🤔 I also try to help you 🗽🗽 👇👇👇👇👇👇 Join please our official family 👉👉 https://t.me/carrerstudyclasses 🤫🤫This group provide by you 🤞 All NOTE & QUESTIONS SAMPLE 📜 📜 PROVIDE Ur any thing doubt//any query &any job related problem Don't worry about personal DM me 🗞️😉😉 Secretary office by CARRER STUDY CLASSES 📘📚📚📚 @rajendra143_2k 💐💐💐💐💐💐💐💐💐💐