CAREER STUDY CLASSES 📘📚📝
رفتن به کانال در Telegram
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
نمایش بیشتر673
مشترکین
اطلاعاتی وجود ندارد24 ساعت
-47 روز
-4030 روز
آرشیو پست ها
✅ ADMIT CARD MADHYAMA EXAMINATION-2025
https://onlineapp.bseodisha.ac.in/HSCAdmitCard_2025/login_madhyama.aspx
✅ ADMIT CARD AHSC EXAMINATION-2025 FOR CC Candidate
https://onlineapp.bseodisha.ac.in/HSCAdmitCard_2025/login_parent.aspx
🌸 ଆସିଲା ମାଟ୍ରିକ୍ ପରୀକ୍ଷା ଆଡମିଟ୍ କାର୍ଡ 🌸
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବା ବେଳେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ ।
ମାଟ୍ରିକ୍ ପରୀକ୍ଷା ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍ମିଟ୍ କାର୍ଡ ୱେବସାଇଟରୁ ଉପଲବ୍ଧ ହୋଇଛି। ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ www.bseodisha.ac.in ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ଛାତ୍ରଛାତ୍ରୀମାନେ ନିଜ ନାମ ଏବଂ ବାପାଙ୍କ ନାମ ବୋର୍ଡ ୱେବସାଇଟରେ ଦାଖଲ କରି ଆଡ୍ମିଟ୍ କାର୍ଡ ପାଇପାରିବେ।
✅ JEE MAIN
JEE (Main) – 2025 : SESSION – 1 FINAL ANSWER KEY OF B.E. / B.Tech AS ON 09.02.2025
🌸 NEET UG EXAMINATION CENTRE
https://examinationservices.nic.in/neet2025/root/ExaminationCityView.aspx
