CAREER STUDY CLASSES 📘📚📝
Открыть в Telegram
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
Больше672
Подписчики
Нет данных24 часа
-47 дней
-4030 дней
Архив постов
⚪⚪⚪
କୋଭିଡ୍-୧୯ ସମୟରେ ଭାରତର ସରକାରୀ ସ୍କୁଲର ନାମଲେଖାରେ ଅପ୍ରତ୍ୟାଶିତ ଭାବେ ବୃଦ୍ଧି ଦେଖାଦେଇଥିଲା। ଏବେ ଏହି ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ବୁଧବାର ଜାରି ହୋଇଥିବା ଆନୁଆଲ ଷ୍ଟାଟସ୍ ଅଫ୍ ଏଜୁକେଶନ୍ ରିପୋର୍ଟ (ଏଏସ୍ଇଆର୍) ଅନୁଯାୟୀ, ୬ରୁ ୧୪ ବର୍ଷ ବୟସର ପିଲାଙ୍କ ସରକାରୀ ସ୍କୁଲରେ ନାମଲେଖା ସଂଖ୍ୟା ଏବେ ୨୦୧୮ର ସ୍ତରକୁ ଖସି ଆସିଛି।
ଉତ୍କର୍ଷ ଓଡ଼ିଶା,ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫’ ରାଜ୍ୟ ପାଇଁ ବିଶେଷ ସୁଯୋଗ ଆଣିଦେଇଛି। ଭୁବନେଶ୍ୱରରେ ଆୟୋଜିତ ଏହି ଦୁଇଦିନିଆ ସମ୍ମିଳନୀରେ ୨୦ଟି କ୍ଷେତ୍ର ଲାଗି ୫୯୩ଟି ପ୍ରକଳ୍ପ ମାଧ୍ୟମରେ ମୋଟ ୧୬.୭୩ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରସ୍ତାବ ଆସିଛି। ଏହାଦ୍ୱାରା ରାଜ୍ୟରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ।
