CAREER STUDY CLASSES 📘📚📝
Открыть в Telegram
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
Больше671
Подписчики
Нет данных24 часа
-47 дней
-3830 дней
Архив постов
Dr Hari Babu Kambhampati, Governor of Mizoram appointed as new Governor of #Odisha
🟪 ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ
-ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି
-ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମଭମପତି
-ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି
-ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା
Mid week answers key
Join for all update 👇👇👇
https://t.me/carrerstudyclasses
🌸ରୋଜଗାର ମେଳା: ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀ ପାଇବେ ନିଯୁକ୍ତି ପତ୍ର🌸
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ମନୋନୀତ ପ୍ରାର୍ଥୀ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ, ଡାକ ବିଭାଗ , ଉଚ୍ଚ ଶିକ୍ଷା ବିଭାଗ , ସ୍ଵାସ୍ଥ୍ୟ ବିଭାଗ , ଅର୍ଥ ବିଭାଗ ସହ ଅନ୍ୟାନ୍ୟ ବିଭାଗ ଲାଗି କାମ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
🌸ଆଜିଠୁ ଯୁକ୍ତ୨ ଇଣ୍ଟରନାଲ୍ ଆସେସ୍ମେଣ୍ଟ: ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା🌸
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍ ଆସେସ୍ମେଣ୍ଟ ଡିସେମ୍ବର ୨୩ ତଥା ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆସେସ୍ମେଣ୍ଟ ୧୦ କିମ୍ବା ୨୦ ମାର୍କ ବିଶିଷ୍ଟ ରହିବ। ବିଜ୍ଞାନ, କଳା, ବାଣିଜ୍ୟ, ଧନ୍ଦାମୂଳକ ଓ କରେସ୍ପୋଣ୍ଡେନ୍ସ ପାଠ୍ୟକ୍ରମର ପ୍ରାକ୍ଟିକାଲ କିମ୍ବା ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୧୦ ଓ ୨୦ ମାର୍କ ବିଶିଷ୍ଟ ପରୀକ୍ଷା କରାଯିବ। ଯାହାର ଅବଧି ୪୫ ମିନିଟ୍ ରଖାଯାଇଛି। ପ୍ରାକ୍ଟିକାଲ ତଥା ପ୍ରୋଜେକ୍ଟ ଥିବା ବିଷୟଗୁଡ଼ିକରେ ୨୦ ମାର୍କର ପରୀକ୍ଷା ହେବ ଏବଂ ସମୟ ଅବଧି ଦୁଇ ଘଣ୍ଟା ରହିବ। ସରକାରୀ ଛୁଟି ଦିନ ବ୍ୟତୀତ ଅନ୍ୟ ଦିନରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଇବାକୁ ସିଏଚ୍ଏସ୍ଇ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ପରୀକ୍ଷାର ସୁପରିଚାଳନା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିବାକୁ ବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
