ru
Feedback

Не попадитесь на канал ботавода! Telemetrio находит и помечает такие каналы 👉 Хотите видеть метку — оформите подписку 👈

CAREER STUDY CLASSES 📘📚📝

CAREER STUDY CLASSES 📘📚📝

Открыть в Telegram

Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd

Больше
671
Подписчики
Нет данных24 часа
-47 дней
-3930 дней
Архив постов
Hii

ଆମ ଖାଦ୍ୟ ସଂସ୍କୃତି ଓ କୃଷି ଐତିହ୍ୟର ବିଶ୍ବବ୍ୟାପୀ ପ୍ରଚାର ଓ ପ୍ରସାର ପାଇଁ ମାଣ୍ଡିଆଦିବସ ଅବସରରେ ନଭେମ୍ବର ୧୦ ଏବଂ ୧୧ ତାରିଖରେ ଅନୁଷ୍ଠିତ ହେଉଛି
ଆମ ଖାଦ୍ୟ ସଂସ୍କୃତି ଓ କୃଷି ଐତିହ୍ୟର ବିଶ୍ବବ୍ୟାପୀ ପ୍ରଚାର ଓ ପ୍ରସାର ପାଇଁ ମାଣ୍ଡିଆଦିବସ ଅବସରରେ ନଭେମ୍ବର ୧୦ ଏବଂ ୧୧ ତାରିଖରେ ଅନୁଷ୍ଠିତ ହେଉଛି ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ -୨୦୨୪। ସମସ୍ତ ଓଡ଼ିଆ ଏହି ଅଭିଯାନରେ ସାମିଲ ହୋଇ ରାଜ୍ୟର ଗୌରବ ବୃଦ୍ଧିରେ ସହଭାଗୀ ହୁଅନ୍ତୁ।

🔴୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି🔴 ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ । ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଓଡିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍ , ଡିପ୍ଲୋମା , ଡିଗ୍ରୀ , ଏବଂ ଡିଗ୍ରି ଅନର୍ସ୍ ପ୍ରଦାନ କରା ଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ପ୍ରସ୍ତୁତ ହୋଇଛି ଏବଂ ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି । କମ୍ୟୁନିଟି ସର୍ଭିସ୍ ଓ ଏକ୍ସଟ୍ରା କରିକୁଲାର ଆକ୍ଟିଭିଟିଜ, ଏନସିସି, ଏନଏସଏସ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏତଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଇଛାରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନ ମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସକୁ ପୂର୍ଣ୍ଣ କରିପାରିବେ।

ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛିI ଏହି ପଦକ୍ଷେପ ରାଜ୍ୟର
ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛିI ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବI

😱😱😱😱😱😱😱😱
😱😱😱😱😱😱😱😱

✅ ଚଳିତ ଶିକ୍ଷାବର୍ଷରୁ ପ୍ରଚଳିତ ହେବ ଜାତୀୟ ଶିକ୍ଷା ନୀତି -୨୦୨୪-୨୫ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ -ଜାତୀୟ ଶିକ୍ଷା ନୀତି ଲାଗୁ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା -ନୂତନ ଶିକ୍ଷାନୀତି ୨୦୨୦ ଅନୁସାରେ ସ୍ନାତକ ପାଠପଢ଼ା ୪ ବର୍ଷ -ପ୍ରତି ଶିକ୍ଷା ବର୍ଷ ପରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ମିଳିବ -ସାର୍ଟିଫିକେଟ, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ

✅ ରାଜ୍ୟରେ ହୋମଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ -ରହିତାଦେଶ ପ୍ରତ୍ୟାହୃତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା -ଏହାଦ୍ବାରା ଖାଲି ଥିବା ହୋମଗାର୍ଡ ପଦବୀ ଶୀଘ୍ର ପୂରଣ ହୋଇପାରିବ -ହୋମଗାର୍ଡ ପଦବୀ ସଂଖ୍ୟା ୧୭,୬୭୫; ଅଛନ୍ତି ୧୫,୩୦୬ -ରାଜ୍ୟରେ ବର୍ତ୍ତମାନ ଖାଲି ଅଛି ୨୩୬୯ ହୋମଗାର୍ଡ ପଦବୀ

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ୩୦ ହଜାର ଟଙ୍କା ପ୍ରଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

ବାରିପଦାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ଓଏସ୍ଆରଟିସିର ସୁପର୍ ପ୍ରିମିୟମ୍ ଭଲଭୋ ବସ୍ ସେବାର ମାର୍ଗ ବିବରଣୀ ନିମ୍ନରେ ପ୍ରଦାନ କରାଯାଇଛି।
ବାରିପଦାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ଓଏସ୍ଆରଟିସିର ସୁପର୍ ପ୍ରିମିୟମ୍ ଭଲଭୋ ବସ୍ ସେବାର ମାର୍ଗ ବିବରଣୀ ନିମ୍ନରେ ପ୍ରଦାନ କରାଯାଇଛି।

✔️RRB SCALE-1 OVERALL CUT OFF STATE WISE
✔️RRB SCALE-1 OVERALL CUT OFF STATE WISE

⏰⏰⏰⏰⏰⏰⏰⏰⏰⏰⏰⏰
+1
⏰⏰⏰⏰⏰⏰⏰⏰⏰⏰⏰⏰

photo content
+1

📢ଭୁବନେଶ୍ବର ଦୂରଦର୍ଶନ କେନ୍ଦ୍ର ଆଞ୍ଚଳିକ ସମାଚାର ପ୍ରଭାଗ ପାଇଁ ସମ୍ବଲପୁରୀ, ସାନ୍ତାଳୀ ଓ ଦେଶିଆ ଭାଷାରେ ସମାଚାର ପାଠକ, କପି ଏଡିଟର ଏବଂ ଭିଡିଓ ଏ
📢ଭୁବନେଶ୍ବର ଦୂରଦର୍ଶନ କେନ୍ଦ୍ର ଆଞ୍ଚଳିକ ସମାଚାର ପ୍ରଭାଗ ପାଇଁ ସମ୍ବଲପୁରୀ, ସାନ୍ତାଳୀ ଓ ଦେଶିଆ ଭାଷାରେ ସମାଚାର ପାଠକ, କପି ଏଡିଟର ଏବଂ ଭିଡିଓ ଏଡିଟର ଆବଶ୍ୟକ 📋ଏଥିପାଇଁ ଉପଯୁକ୍ତ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଉଛି 2⃣0⃣ ନଭେମ୍ବର 2⃣0⃣2⃣4⃣ - ଆବେଦନର ଶେଷ ତାରିଖ

⏰ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସରକାରୀ ବାସଭବନକୁ ଅଣ୍ଡାମାଡ଼ । ଉତ୍କଳ ୟୁନିଭର୍ସିଟିର ଆଡ଼ମିସନ ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ।⏰ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସରକାରୀ ବାସଭବନକୁ ଅଣ୍ଡାମାଡ଼ । ଉତ୍କଳ ୟୁନିଭର୍ସିଟିରେ ଆଡ଼ମିସନ ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ପ୍ରତିବାଦ କରିଛି । ୟୁନିଭରସିଟିର ଲାଇବ୍ରେରୀ ସାଇନ୍ସ ବିଭାଗରେ ୱେଟିଂ ଲିଷ୍ଟରେ ଥିବା ଜଣେ ଛାତ୍ରଙ୍କୁ ଆଡ଼ମିସନ ପାଇଁ ଡକାଯାଇ ମଧ୍ୟ ତାଙ୍କୁ ଆଡ଼ମିସନ ଦିଆଯାଇନାହିଁ ବୋଲି ଅଭିଯୋଗ କରିଛନ୍ତି ଛାତ୍ର କଂଗ୍ରେସ ନେତା ।

🚨 #LEST2025 : Deadline Extended! The last date for submission of online applications for classes IX & XI is extended up to N
🚨 #LEST2025 : Deadline Extended! The last date for submission of online applications for classes IX & XI is extended up to Nov 19, 2024. Candidates may apply free of cost by visiting the below links: ▶️ Class IX - https://cbseitms.nic.in/2024/nvsix ▶️ Class XI - https://cbseitms.nic.in/2024/nvsxi_11

ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ପୁରୁଣା ଜମିରେ ନୂଆ
ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି କରାଯାଇଛି।

Kn karuchhanti all

My dear students good morning

Hiii

photo content
+3