CAREER STUDY CLASSES 📘📚📝
Открыть в Telegram
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
Больше672
Подписчики
Нет данных24 часа
-47 дней
-4030 дней
Архив постов
https://t.me/aazmaluckaazma_bot/aazmaluckaazma?startapp=pcode-wk3imqn-LUCKY_DRAW_TG-BI9EA7
🎉 Real! Real! Real! Free participation in the ₹1 Crore Prize pool!🎉Join me in this opportunity and share this generous reward!🚀
🌸ଆଜି ଜାତୀୟ କନ୍ୟା ସନ୍ତାନ ଦିବସ🌸
କନ୍ୟା ସନ୍ତାନଙ୍କ ସୁରକ୍ଷା ପାଇଁ ପ୍ରତ୍ୟେକ ବର୍ଷ ଜାନୁୟାରୀ ୨୪ ତାରିଖକୁ ‘ଜାତୀୟ କନ୍ୟା ଦିବସ’ ଭାବେ ପାଳନ କରାଯାଏ। । ପ୍ରତ୍ୟେକ କ୍ଷେତ୍ରରେ କନ୍ୟା ସନ୍ତାନଙ୍କୁ ସମର୍ଥନ କରିବା ଓ ସେମାନଙ୍କ ପାଇଁ ଅଧିକରୁ ଅଧିକ ସୁବିଧା ସୁଯୋଗ ସୃଷ୍ଟି କରିବା ଏହି ଦିବସ ପାଳନର ମୂଳ ଉଦ୍ଦେଶ୍ୟ । କନ୍ୟା ସନ୍ତାନମାନଙ୍କ ସାମାଜିକ ଗୁରୁତ୍ବ ସମ୍ପର୍କରେ ସଚେତନତା ସୃଷ୍ଟି ଓ ସେମାନେ ଏକ ସମ୍ମାନଜନକ ଜୀବନ ଜିଇଁବା ଦିଗରେ ଗୃହ, ଗୋଷ୍ଠୀ ଏବଂ ଅନୁଷ୍ଠାନମାନଙ୍କରେ ଅନୁକୂଳ ବାତାବରଣ ନିର୍ମାଣ କରିବା ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟସ୍ତରରେ ଏବଂ ବିଭିନ୍ନ ଜିଲ୍ଲାଗୁଡ଼ିକରେ ଏହି ଦିବସ ପାଳନ କରାଯାଏ। ଜାତୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୨୦୦୮ ମସିହାରେ ପ୍ରଥମ ଥର ପାଇଁ ଜାତୀୟ କନ୍ୟା ଦିବସ ପାଳନ ପାଇଁ ପଦକ୍ଷେପ ନିଆଯାଇଥିଲା।
