uk
Feedback

Не попадись на ботовода! Telemetrio знаходить і позначає такі канали мітками 👉 Хочеш бачити мітку, оформляй підписку 👈

CAREER STUDY CLASSES 📘📚📝

CAREER STUDY CLASSES 📘📚📝

Відкрити в Telegram

Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd

Показати більше
671
Підписники
Немає даних24 години
-47 днів
-3930 днів
Архів дописів
📈📈📈 ୨୦୨୭ ଡିସେମ୍ବର ସୁଦ୍ଧା ସରିବ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ସ। ସମୀକ୍ଷା ପରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏନେଇ ସୂଚନା ପ୍ରଦାନ କରିଛନ୍ତି।ପ୍ରଥମେ ୨୬ କିମିରେ ଆରମ୍ଭ ହେବ ମେଟ୍ରୋ ଚଳାଚଳ। ପ୍ରଥମ ୨୦ଟି ଷ୍ଟେସନରେ ହେବ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟର ବାର୍ତ୍ତା।

⏰⏰⏰ ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ । ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ୭ଟଙ୍କା ୬୪ ପଇସା ଖର୍ଚ୍ଚ ହେବ । ପ୍ରଥମରୁ ଏହା ୫ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ପିଲାଙ୍କ ପାଇଁ ୧୦ଟଙ୍କା ୯୪ ପଇସା ଖର୍ଚ୍ଚ ହେବ । ଆରମ୍ଭରୁ ଏହା ୮ଟଙ୍କା ୮୨ ପଇସା ଥିଲା । ନୂଆ ଖର୍ଚ୍ଚ ଡିସେମ୍ବରରୁ ଲାଗୁ କରାଯିବ।

VC start now 👇👇👇 Ur any problem & doubt clear karega

ଆମ group ରେ କୋଉ batch ra students ଅଛନ୍ତୀ,,,,, ଏବେ କୋଉ video ଆଣିବା କାହାର kn problem achhi/ any doubt Don't worry about 😞🥺🥺 💐💐💐💐💐💐 ~@careerstudyclasses team
Anonymous voting

ସମସ୍ତ ଙ୍କ ସ୍କୁଲ ରେ IA-୩ ସାରିଲାଣି???
Anonymous voting

My dear students good evening 🌆🌌🌌🌆

Hii

ଭଲ ଲେଖାଟେ ପଢନ୍ତୁ
ଭଲ ଲେଖାଟେ ପଢନ୍ତୁ

photo content
+1

✅ ଭୁବନେଶ୍ୱରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ -ଦିନ ୧ଟା ପରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର -ପ୍ରଧାନମନ୍ତ୍ରୀ ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଘୋଷଣା -ଟ୍ରାଫିକ କଟକଣା ଯୋଗୁଁ ଯାତାୟାତ ପ୍ରଭାବିତ ଆଶଙ୍କାରେ ହାଫ୍‌ ଡେ'

🔴ସୁଭଦ୍ରା ଯୋଜନା: ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡ଼େଟ୍‌ । ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ।

🔴ଜାନୁଆରୀ ୫ରୁ ‘ଆଦିବାସୀ ମେଳା-୨୦୨୫🔴 ଚଳିତବର୍ଷ ଜାନୁଆରୀ ୫ ତାରିଖରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୫’। ଚଳିତ ବର୍ଷ ମେଳା ପରିସରରେ ୧୦୭ଟି ଷ୍ଟଲ୍‌ରେ ଜନଜାତିଙ୍କ ବିଭିନ୍ନ କାରିଗରୀ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ ଓ ବିକ୍ରିବଟା ପାଇଁ ବ୍ୟବସ୍ଥା ହୋଇଛି। ଏହାସହ ୧୦ଟି ଘର ବା ଆଦିବାସୀ ଗ୍ରାମରେ ଝଲସିବ ଜନଜାଜତିଙ୍କ ଜୀବନଶୈଳୀ। ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ବଜାର ଆଦି ମେଳାର ଆକର୍ଷଣ ପାଲଟିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

photo content

My dear students good morning 🌄🌞🌞

Hello

ପାସ୍ ମାର୍କ ସମ୍ପୂର୍ଣ୍ଣ ଉଠେଇ ଦିଅନ୍ତୁ। ସେଇଟା ଭଲ ହେବ
ପାସ୍ ମାର୍କ ସମ୍ପୂର୍ଣ୍ଣ ଉଠେଇ ଦିଅନ୍ତୁ। ସେଇଟା ଭଲ ହେବ

⏰ସୁଭଦ୍ରା ଯୋଜନା: ଆସନ୍ତାକାଲି ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା⏰ ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ହେବ । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ‘ସୁଭଦ୍ରା’ ଟଙ୍କା । ବାକି ଯେଉଁମାନଙ୍କ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। ଏହି ବିବାଦରେ ଫିଜିକାଲ ଭେରୀଫିକେସନ ହେବ। ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ । ୨ ଲକ୍ଷ ୬୭ ହଜାର ଆବେଦନକାରୀ ବିଭିନ୍ନ କାରଣ ପାଇଁ ବାଦ୍‌ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

🔴ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା, ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ🔴 ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା। ଏଣିକି ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବାକୁ ଯାଉଛନ୍ତି +୨ ଛାତ୍ରଛାତ୍ରୀ। ଉଭୟ ଆସେସମେଣ୍ଟ ଓ ଥିଓରୀ ପରୀକ୍ଷାକୁ ମିଶାଇ ୧୦୦ ମାର୍କର ପରୀକ୍ଷା ହେବ। ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ । ପିଲାଙ୍କୁ ବୋର୍ଡ ପରୀକ୍ଷାର ଚାପ କମାଇବା ଓ ଭଲ ନମ୍ବର ସ୍କୋର କରିବା ପାଇଁ ନ୍ୟାସନାଲ ଢାଞ୍ଚାରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା କହିଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ପୂର୍ବରୁ ମାର୍କିଙ୍ଗ ଢାଞ୍ଚା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ପିଲାମାନେ ବୋର୍ଡରେ ଭଲ ନମ୍ବର ରଖି ପାରୁନଥିଲେ। ଏଣୁ ପିଲାଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନୂଆ ଢାଞ୍ଚାରେ ପରୀକ୍ଷାର୍ଥୀ ପରୀକ୍ଷା ଦେବା ସହ ମୂଲ୍ୟାଙ୍କନ ହେବା ନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ। Official notice by ✍️ @carrerstudyclases team

PM INTERNSHIP SELECTION PROCESS STARTED
PM INTERNSHIP SELECTION PROCESS STARTED