uz
Feedback
ROYAL EDUCATION

ROYAL EDUCATION

Kanalga Telegram’da o‘tish

𝐖𝐞𝐥𝐜𝐨𝐦𝐞 𝐓𝐨 𝐎𝐮𝐫 𝐆𝐫𝐨𝐮𝐩 ❤️ 𝐁𝐞𝐬𝐭 𝐄𝐝𝐮𝐜𝐚𝐭𝐢𝐨𝐧 𝐆𝐫𝐨𝐮𝐩 𝐓𝐡𝐚𝐭 𝐇𝐞𝐥𝐩 𝐘𝐨𝐮. 💎 𝐒𝐭𝐮𝐝𝐲 𝐌𝐚𝐭𝐞𝐫𝐢𝐚𝐥𝐬 , 𝐐𝐮𝐞𝐬𝐭𝐢𝐨𝐧𝐬 , 𝐁𝐨𝐨𝐤𝐬 , 𝐍𝐨𝐭𝐞𝐬 𝐏𝐫𝐨𝐯𝐢𝐝𝐞 𝐓𝐨 𝐲𝐨𝐮 . 📖 𝐁𝐞 𝐇𝐚𝐩𝐩𝐲.🤪

Ko'proq ko'rsatish
1 895
Obunachilar
Ma'lumot yo'q24 soatlar
-177 kun
-9230 kun
Postlar arxiv
photo content
+2

5_6210598086692050744.pdf9.51 KB

5_6210598086692050744.pdf9.51 KB

🔴ଯୁକ୍ତ ଦୁଇ ପ୍ରଶ୍ନପତ୍ର ଢାଞ୍ଚାରେ ପରିବର୍ତ୍ତନ🔴 ଆସନ୍ତା ବର୍ଷ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌‌ଏସ୍‌‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁସାରେ ୨୦୨୫ରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର(୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍‌‌ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌‌ପ୍ରାକ୍ଟିକାଲ ବିଷୟଗୁଡ଼ିକରେ ୮୦ମାର୍କର ଥିଓରୀ ଏବଂ ୨୦ମାର୍କର ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ମାର୍କର ଥିଓରୀ ଏବଂ ୧୦ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରାକ୍ଟିକାଲ/ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍‌‌ ହେବା ପାଇଁ ମୋଟ ୮୦ମାର୍କରୁ ୨୪ ମାର୍କ ଅର୍ଥାତ୍‌‌ ୩୦% ରଖିବାକୁ ପଡ଼ିବ। ସେହିଭଳି ୨୦୨୨ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

🔴ଫେବୃଆରୀ ୧୫ରେ +୨ ପରୀକ୍ଷା : ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ୮୦ରୁ ୨୪ ମାର୍କ ରଖିଲେ ପାସ୍‌🔴 ଆସନ୍ତା ଫେବ୍ରୁଆରୀ ୧୫ରେ ହେବ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା। ଏହାର ଅବ୍ୟବହିତ ପୂର୍ବରୁ ଜାନୁଆରୀ ୧ରୁ ୧୨ ପର୍ଯ୍ୟନ୍ତ ପ୍ରାକ୍ଟିକାଲ୍‌ ପରୀକ୍ଷା ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ନିଜ ସୁବିଧା ଅନୁସାରେ ଏହି ତାରିଖ ଭିତରେ ପରୀକ୍ଷା କରିବେ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୬ ରୁ ୩୦ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୫ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ କରିବା ପାଇଁ ପୂର୍ବରୁ ସିଏଚ୍‌ଏସ୍‌ଇ ଯୋଜନା କରିଥିଲା। ମାତ୍ର ବର୍ତ୍ତମାନ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଶେଷ ହୋଇ ନ ଥିବାରୁ ଫର୍ମପୂରଣ ପାଇଁ ଓକାକ ମନା କରି ଦେଇଥିବା ଜଣାପଡ଼ିଛି। ଫଳସ୍ୱରୂପ ଯୁକ୍ତ ଦୁଇ ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବୋଲି ପରିଷଦ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି।

ସ୍କୁଲ ଛୁଟି ର କିଛି ନୋଟିସ ଆସିନି | ଯଦି କାହା ସ୍କୁଲ ରେ କହିଛନ୍ତି ସେମାନେ ଯିବେନି ଯୋଉ ପିଲା ମାନଙ୍କ ର କିଛି ନୋଟିସ ଆସିନି କିଛି ଜଣା ପଡିନି |
ସ୍କୁଲ ଛୁଟି ର କିଛି ନୋଟିସ ଆସିନି | ଯଦି କାହା ସ୍କୁଲ ରେ କହିଛନ୍ତି ସେମାନେ ଯିବେନି ଯୋଉ ପିଲା ମାନଙ୍କ ର କିଛି ନୋଟିସ ଆସିନି କିଛି ଜଣା ପଡିନି | ତେଣୁ, ତମେ ମାନେ ସ୍କୁଲ ଯାଅ ଯଦି ସାର କହିବେ ତମ ସ୍କୁଲ ଛୁଟି ହବ ତମେ ଘରକୁ ଆସିବ... 👍

ଆଜି ଭାରତ ବନ୍ଦ
+3
ଆଜି ଭାରତ ବନ୍ଦ

Jahara b exam related kichi question darker achi ki janibar achi mte mssg kara Id- @world_king_siba

Notification for New Question Pattern for AHSE,2025 (2).pdf1.80 MB

⚪ ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ବଦଳିଲା କୋଶ୍ଚିନ ପ୍ୟାଟର୍ଣ୍ଣ 📌 କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା କୋଶ୍ଚିନ ପ୍ୟାଟର୍ଣ୍ଣ ବଦଳିଲା 📌 ୨୦୨୩ରେ ରେଜିଷ୍ଟ୍ରୀ ଓ ୨୦୨୫ରେ ପରୀକ୍ଷା ଦେବାକୁ ଥିବା ପିଲାଙ୍କ ପ୍ରତି ଲାଗୁ 📌 ପିଲାଙ୍କୁ ୮୦+୨୦ ଅନୁପାତରେ ଥିଓରୀ-ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ 📌ନନ୍‌ପ୍ରାକ୍ଟିକାଲ ବିଷୟରେ ୮୦ ଥିଓରୀ, ୨୦ ଇଣ୍ଟରନାଲ୍‌ ପରୀକ୍ଷା ରହିବ 📌 ନନ୍‌ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଫୁଲ୍‌ମାର୍କ ୮୦, ପାସ୍‌ ମାର୍କ ୨୪

photo content

Tama ra kali kou exam achi comment kara with paper name