CAREER STUDY CLASSES 📘📚📝
Kanalga Telegram’da o‘tish
Hi 🤝CARRER STUDY CLASSES This group already provided by you 🥇Provide all study material 📚& key to way of success 🏆 🥈we provide all exam related questions with ans our official authority JOIN PLEASE OUR OFFICIAL GROUP https://CarrerStudyClassesPvtLtd
Ko'proq ko'rsatish673
Obunachilar
Ma'lumot yo'q24 soatlar
-67 kun
-3930 kun
Postlar arxiv
ଆଜି ରାତି ୯ ଟା ୩୦ ରେ ଭେଟ ହେବ, organic chemistry ର ୧୦୦+ MCQ ସହ... ଏହାର part ୨ ଭିଡିଓ ଜଲଦି ଆସିବ । ଆଜି ଭିଡିଓ ପାଇଁ ଜଉ ମାନେ excited ଅଛ ଏହି ପୋଷ୍ଟ କୁ love ❤️ emoji dia .... https://www.youtube.com/live/dTxkn2Vf32k?si=AzXbA1HLmcj8IMkD
✅ ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି
-ଶିକାର, ବିଦ୍ୟୁତ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି
-୨୦୨୪ ହାତୀ ଗଣନା ଅନୁଯାୟୀ ରାଜ୍ୟରେ ୨୦୧୩ଟି ହାତୀ ଅଛନ୍ତି
-ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଉତ୍ତର
📌ଆଜିଠୁ ଯୁକ୍ତ ୨ ପରୀକ୍ଷା, କପି ରୋକିବାକୁ ୫ ସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା📌
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି । ପ୍ରଥମ ଦିନ ବିଜ୍ଞାନ ଛାତ୍ରଛାତ୍ରୀ ମାତୃଭାଷା ଓଡ଼ିଆ ବିଷୟରେ ପରୀକ୍ଷା ଦେବେ । ୧୯ ତାରିଖରୁ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୨୭ ଯାଏ ପରୀକ୍ଷା ଚାଲିବାକୁ ଥିବାବେଳେ ୧୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ ।
କଳାରେ ୨ ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୭୨୧ ଛାତଛାତ୍ରୀ ପରୀକ୍ଷା ଦେବେ । ଦିନ ୧୦ଟାରୁ ଅପରାହ୍ନ ୧ଟା ଯାଏଁ ପରୀକ୍ଷା ଚାଲିବ । ମୋଟ ୨୨ଟି ସିଟିଂରେ ସମସ୍ତ ପରୀକ୍ଷା ହେବ ବୋଲି CHSE ପକ୍ଷରୁ କୁହାଯାଇଛି ।କପି ରୋକିବାକୁ ପଞ୍ଚସ୍ତରୀୟ ସ୍କ୍ବାଡ୍ ଏବଂ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି । ପରୀକ୍ଷା ସରିବା ୪୫ ଦିନ ଭିତରେ ରେଜଲ୍ଟ ବାହାର କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଶ୍ନପତ୍ର ଲିକ୍ ବା ଗୁଜବ କଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଚଳିତ ଥର କୌଣସି ସିଲାବସ୍ ବଦଳି ନାହିଁ, କେବଳ ପାର୍ଟନ ବଦଳିଛି ବୋଲି ସୂଚନା ମିଳିଛି । CBSE ପାର୍ଟନରେ ପରୀକ୍ଷା ହେବାକୁ ଯାଉଥିବା ବେଳେ, ସବଜେକ୍ଟିଭ ବଦଳରେ ଅବଜେକ୍ଟିଭକୁ ଅଧିକ ଗୁରୁତ୍ୱ ଦିଆଯାଇଛି ।
💫💫💫
ଚଳିତ ବର୍ଷ ୫୨୪୮ MBBS ଡାକ୍ତର ପଦ ପୂରଣ ହେବ। ୧୨୬ ଦନ୍ତ ଚିକିତ୍ସକ ଡାକ୍ତର ପଦ ମଧ୍ୟ ଚଳିତ ବର୍ଷ ପୂରଣ ହେବ । ଏନେଇ ଲୋକସେବା ଆୟୋଗଙ୍କୁ ଅନୁରୋଧ କରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ସୂଚନା ଦେଇଛନ୍ତି।
✅ ରାଜ୍ୟରେ ଆଇଏଏସ୍ ଓ ଆଇପିଏସ୍ ଅଧିକାରୀଙ୍କ ମରୁଡ଼ି
-୬୬ IAS, ୬୯ IPS ପଦବୀ ଖାଲି ପଡ଼ିଛି
-ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର
-ମୋଟ୍ ୨୪୮ ଆଇଏଏସ୍ ପଦବୀ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ
-୧୯୫ IPS ପଦବୀ ମଧ୍ୟରୁ ୬୯ ପଦବୀ ଖାଲି ପଡ଼ିଛି
-୧୦ ଆଇପିଏସ୍ ଅଧିକାରୀ ୫ ବର୍ଷରୁ ଊର୍ଦ୍ଧ୍ବ ହେବ ଡେପୁଟେସନରେ ଅଛନ୍ତି
✅ MLA ସହାୟତା ପାଣ୍ଠି ୩ କୋଟିରୁ ୫ କୋଟିକୁ ବୃଦ୍ଧି
-ଏଥିପାଇଁ ବଜେଟ୍ରେ ୭୩୫ କୋଟିର ବ୍ୟବସ୍ଥା
-ନିର୍ବାଚନ ମଣ୍ଡଳୀ ଭିତ୍ତିକ ଆବଣ୍ଟନ ପାଇଁ ଆଉ ୧୪୨ କୋଟି
